Judges 9:6 — Compare Translations

5 translations compared side by side

Odia - 1840
"ଶିଖିମର ନତେୃବର୍ଗମାନେ ଓ ମିଲ୍ଲୋ ଗୃହ ନିବାସୀଗଣ ଏକତ୍ରୀତ ହେଲେ। ସହେି ସମସ୍ତ ଲୋକମାନେ ଶୀଖିମ ରେ ଥିବା ସ୍ତମ୍ଭ ନିକଟସ୍ଥ ଆଲୋନ୍ ବୃକ୍ଷମୂଳ ରେ ଅବୀମଲକେକକ୍ସ୍ଟ ସମାନଙ୍କେର ରାଜା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଶିଖିମ ନିବାସୀ ଲୋକମାନେ ଓ ମିଲ୍ଲୋ ନିବାସୀ ସମସ୍ତେ ଏକତ୍ରିତ ହୋଇ ଯାଇ ଶିଖିମରେ ଥିବା ସ୍ତମ୍ଭ ନିକଟସ୍ଥ ଅଲୋନ ବୃକ୍ଷ ମୂଳରେ ଅବୀମେଲକ୍କୁ ରାଜା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶିଖିମର ନେତୃବର୍ଗମାନେ ଓ ମିଲ୍ଲୋ ଗୃହ ନିବାସୀଗଣ ଏକତ୍ରିତ ହେଲେ। ସେହି ସମସ୍ତ ଲୋକମାନେ ଶିଖିମରେ ଥିବା ସ୍ତମ୍ଭ ନିକଟସ୍ଥ ଅଲୋନବୃକ୍ଷମୂଳରେ ଅବୀମେଲକକୁ ସେମାନଙ୍କର ରାଜା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶିଖିମ ନିବାସୀ ଲୋକମାନେ ଓ ମିଲ୍ଲୋ ନିବାସୀ ସମସ୍ତେ ଏକତ୍ରିତ ହୋଇଯାଇ ଶିଖିମରେ ଥିବା ସ୍ତମ୍ଭ ନିକଟସ୍ଥ ଅଲୋନ ବୃକ୍ଷ ମୂଳରେ ଅବୀମେଲକ୍‍କୁ ରାଜା କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶିଖିମ ନିବାସୀ ଲୋକମାନେ ଓ ମିଲ୍ଲୋ ନିବାସୀ ସମସ୍ତେ ଏକତ୍ରିତ ହୋଇ ଯାଇ ଶିଖିମରେ ଥିବା ସ୍ତମ୍ଭ ନିକଟସ୍ଥ ଅଲୋନ୍‍ ବୃକ୍ଷ ମୂଳରେ ଅବୀମେଲକ୍‍କୁ ରାଜା କଲେ।