Judges 9:7 — Compare Translations

5 translations compared side by side

Odia - 1840
"ୟୋଥମ୍ ଜାଣିବାକକ୍ସ୍ଟ ପାଇଲେ ଯେ, ନଗରର ସମସ୍ତ ଲୋକ ଶିଖମର ନତେୃବର୍ଗ ଅବୀମଲକେକକ୍ସ୍ଟ ସମାନଙ୍କେର ରାଜା କରିଛନ୍ତି। ଏକଥା ଶକ୍ସ୍ଟଣି ସେ ଗରିଷୀମ ପର୍ବତ ଉପରେ ଠିଆ ହାଇେ ଲୋକମାନଙ୍କୁ ଉଚ୍ଚସ୍ବର ରେ କହିଲେ, ତୁମ୍ଭେ ଶିଖିମ ନଗରର ନତେୃବର୍ଗଗଣ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଲୋକମାନେ ଯୋଥମକୁ ଏହି ସମ୍ଵାଦ ଦିଅନ୍ତେ, ସେ ଯାଇ ଗରିଷୀମ ପର୍ବତ ଶିଖରରେ ଠିଆ ହୋଇ ଉଚ୍ଚୈସ୍ଵରରେ ଡାକି ସେମାନଙ୍କୁ କହିଲା, ହେ ଶିଖିମ ନିବାସୀ ଲୋକଗଣ, ଆମ୍ଭ କଥା ଶୁଣ, ତହିଁରେ ପରମେଶ୍ଵର ତୁମ୍ଭମାନଙ୍କ କଥା ଶୁଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଥମର କାହାଣୀ ଯୋଥମ୍ ଜାଣିବାକୁ ପାଇଲେ ଯେ, ନଗରର ସମସ୍ତ ଲୋକ ଶିଖିମର ନେତୃବର୍ଗ ଅବୀମେଲକକୁ ସେମାନଙ୍କର ରାଜା କରିଛନ୍ତି। ଏ କଥା ଶୁଣି ସେ ଗରିଷୀମ ପର୍ବତ ଉପରେ ଠିଆ ହୋଇ ଲୋକମାନଙ୍କୁ ଉଚ୍ଚସ୍ୱରରେ କହିଲେ, ତୁମ୍ଭେ ଶିଖିମ ନଗରର ନେତୃବର୍ଗଗଣ, “ମୋ’ କଥା ଶୁଣ, ତା’ପରେ ପରମେଶ୍ୱର ତୁମ୍ଭମାନଙ୍କ କଥା ଶୁଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଲୋକମାନେ ଯୋଥମ୍‍କୁ ଏହି ସମ୍ବାଦ ଦିଅନ୍ତେ, ସେ ଯାଇ ଗରିଷୀମ ପର୍ବତ ଶିଖରରେ ଠିଆ ହୋଇ ଉଚ୍ଚସ୍ୱରରେ ଡାକି ସେମାନଙ୍କୁ କହିଲା, ହେ ଶିଖିମ ନିବାସୀ ଲୋକଗଣ, “ଆମ୍ଭ କଥା ଶୁଣ, ତହିଁରେ ପରମେଶ୍ୱର ତୁମ୍ଭମାନଙ୍କ କଥା ଶୁଣିବେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଲୋକମାନେ ଯୋଥମ୍‍କୁ ଏହି ସମ୍ବାଦ ଦିଅନ୍ତେ, ସେ ଯାଇ ଗରିଷୀମ ପର୍ବତ ଶିଖରରେ ଠିଆ ହୋଇ ଉଚ୍ଚୈସ୍ୱରରେ ଡାକି ସେମାନଙ୍କୁ କହିଲା, ହେ ଶିଖିମ ନିବାସୀ ଲୋକଗଣ, ଆମ୍ଭ କଥା ଶୁଣ, ତହିଁରେ ପରମେଶ୍ୱର ତୁମ୍ଭମାନଙ୍କ କଥା ଶୁଣିବେ।