Judges 9:8 — Compare Translations

5 translations compared side by side

Odia - 1840
"ଏକ ସମୟରେ ବୃକ୍ଷସବୁ ନିଜ ଉପରେ ରାଜା ଅଭିଷକେ କରିବାକୁ ଗଲେ। ସମାନେେ ଜିତ ବୃକ୍ଷକକ୍ସ୍ଟ କହିଲେ, ତୁମ୍ଭେ ଆମ୍ଭମାନଙ୍କ ଉପରେ ରାଜତ୍ବ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ ସମୟରେ ବୃକ୍ଷମାନେ ଆପଣା ଉପରେ ରାଜା ଅଭିଷେକ କରିବାକୁ ଗଲେ; ସେମାନେ ଜୀତ ବୃକ୍ଷକୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ଉପରେ ରାଜତ୍ଵ କର;
Odia Bible ERV 2004 (ପବିତ୍ର ବାଇବଲ)
“ଏକ ସମୟରେ ବୃକ୍ଷସବୁ ନିଜ ଉପରେ ରାଜା ଅଭିଷେକ କରିବାକୁ ଗଲେ। ସେମାନେ ଜୀତ ବୃକ୍ଷକୁ କହିଲେ, ‘ତୁମ୍ଭେ ଆମ୍ଭମାନଙ୍କ ଉପରେ ରାଜତ୍ୱ କର।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ ସମୟରେ ବୃକ୍ଷମାନେ ଆପଣା ଉପରେ ରାଜା ଅଭିଷେକ କରିବାକୁ ଗଲେ; ସେମାନେ ଜୀତ ବୃକ୍ଷକୁ କହିଲେ, ‘ତୁମ୍ଭେ ଆମ୍ଭମାନଙ୍କ ଉପରେ ରାଜତ୍ୱ କର;’
Odia IRV 2017 (ଓଡିଆ ବାଇବେଲ)
ଏକ ସମୟରେ ବୃକ୍ଷମାନେ ଆପଣା ଉପରେ ରାଜା ଅଭିଷେକ କରିବାକୁ ଗଲେ; ସେମାନେ ଜୀତ ବୃକ୍ଷକୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ଉପରେ ରାଜତ୍ୱ କର;