Judges 9:9 — Compare Translations
5 translations compared side by side
Odia - 1840
"ମାତ୍ର ବୃକ୍ଷ ସମାନଙ୍କେୁ କହିଲେ, ମାରେ ମୂଲ୍ଯବାନ୍ ତଲେ ଦ୍ବାରା ମନକ୍ସ୍ଟଷ୍ଯ ଓ ପରମେଶ୍ବର ସମ୍ମାନିତ ହକ୍ସ୍ଟଅନ୍ତି। ମୁ କ'ଣ ବୃକ୍ଷମାନଙ୍କ ପାଇଁ ଏଣେ ତଣେେ ୟାଇ ମାରେମୂଲ୍ଯବାନ୍ ତଲେ ଦବୋକକ୍ସ୍ଟ ବନ୍ଦ କରି ଦବେି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଜୀତ ବୃକ୍ଷ ସେମାନଙ୍କୁ କହିଲା, ମୋହର ଯେଉଁ ତୈଳ ଘେନି ଲୋକମାନେ ମୋʼ ଦ୍ଵାରା ପରମେଶ୍ଵରଙ୍କର ଓ ମନୁଷ୍ୟର ଗୌରବ କରନ୍ତି, ତାହା ତ୍ୟାଗ କରି ମୁଁ କି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି?
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ବୃକ୍ଷ ସେମାନଙ୍କୁ କହିଲେ, ‘ମୋର ମୂଲ୍ୟବାନ୍ ତେଲ ଦ୍ୱାରା ମନୁଷ୍ୟ ଓ ପରମେଶ୍ୱର ସମ୍ମାନିତ ହୁଅନ୍ତି। ମୁଁ କ’ଣ ବୃକ୍ଷମାନଙ୍କ ପାଇଁ ଏଣେ ତେଣେ ଯାଇ ମୋର ମୂଲ୍ୟବାନ୍ ତେଲ ଦେବାକୁ ବନ୍ଦ କରି ଦେବି?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଜୀତବୃକ୍ଷ ସେମାନଙ୍କୁ କହିଲା, ‘ମୋହର ଯେଉଁ ତୈଳ ଘେନି ଲୋକମାନେ ମୋʼ ଦ୍ୱାରା ପରମେଶ୍ୱରଙ୍କର ଓ ମନୁଷ୍ୟର ଗୌରବ କରନ୍ତି, ତାହା ତ୍ୟାଗ କରି ମୁଁ କି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି?’
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଜୀତ ବୃକ୍ଷ ସେମାନଙ୍କୁ କହିଲା, ମୋହର ଯେଉଁ ତୈଳ ଘେନି ଲୋକମାନେ ମୋ’ ଦ୍ୱାରା ପରମେଶ୍ୱରଙ୍କର ଓ ମନୁଷ୍ୟର ଗୌରବ କରନ୍ତି, ତାହା ତ୍ୟାଗ କରି ମୁଁ କି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି?