Lamentations 1:10 — Compare Translations
5 translations compared side by side
Odia - 1840
"ତାହାର ସମସ୍ତ ବିପକ୍ଷମାନେ ସମାନଙ୍କେର ହସ୍ତ ପ୍ରସାରଣ କଲେ ଏବଂ ସମସ୍ତ ସୁନ୍ଦର ଜିନିଷ ନଇଗେଲେ। ସେ ବିଦେଶୀମାନଙ୍କୁ ତାହାର ପବିତ୍ର ମନ୍ଦିର ରେ ପ୍ରବେଶ କରିବାର ପର୍ୟ୍ଯବେକ୍ଷଣ କଲେ। ସହେି ବିଦେଶୀମାନଙ୍କୁ ସଦାପ୍ରଭୁ ଧାର୍ମିକ ସମ୍ମଳନେୀ ରେ ଯୋଗ ଦବୋକୁ ଆଦେଶ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି; ହଁ, ଯେଉଁ ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭ ସମାଜରେ ପ୍ରବେଶ କରିବା ପାଇଁ ତୁମ୍ଭେ ନିଷେଧ କରିଅଛ, ସେମାନଙ୍କୁ ସେ ତାହାର ପବିତ୍ର ସ୍ଥାନରେ ପ୍ରବେଶ କରିବାର ଦେଖିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତାହାର ସମସ୍ତ ବିପକ୍ଷମାନେ ସେମାନଙ୍କର ହସ୍ତ ପ୍ରସାରଣ କଲେ ଏବଂ ସମସ୍ତ ସୁନ୍ଦର ଜିନିଷ ନେଇଗଲେ। ସେ ବିଦେଶୀମାନଙ୍କୁ ତାହାର ପବିତ୍ର ମନ୍ଦିରରେ ପ୍ରବେଶ କରିବାର ପର୍ଯ୍ୟବେକ୍ଷଣ କଲେ। ସେହି ବିଦେଶୀମାନଙ୍କୁ ସଦାପ୍ରଭୁ ଧାର୍ମିକ ସମ୍ମେଳନୀରେ ଯୋଗଦେବାକୁ ଆଦେଶ ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି; ହଁ, ଯେଉଁ ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭ ସମାଜରେ ପ୍ରବେଶ କରିବା ପାଇଁ ତୁମ୍ଭେ ନିଷେଧ କରିଅଛ, ସେମାନଙ୍କୁ ସେ ତାହାର ପବିତ୍ର ସ୍ଥାନରେ ପ୍ରବେଶ କରିବାର ଦେଖିଅଛି।
Odia IRV 2017 (ଓଡିଆ ବାଇବେଲ)
ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି; ହଁ, ଯେଉଁ ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭ ସମାଜରେ ପ୍ରବେଶ କରିବା ପାଇଁ ତୁମ୍ଭେ ନିଷେଧ କରିଅଛ, ସେମାନଙ୍କୁ ସେ ତାହାର ପବିତ୍ର ସ୍ଥାନରେ ପ୍ରବେଶ କରିବାର ଦେଖିଅଛି।