Lamentations 1:11 — Compare Translations

5 translations compared side by side

Odia - 1840
"ତାହାର ସମସ୍ତ ଲୋକ ବିଳାପ କରି ଆହାର ଖୋଜୁଛନ୍ତି। ସମାନେେ ବଞ୍ଚିବା ଉଦ୍ଦେଶ୍ଯ ରେ ଖାଦ୍ୟ ପାଇଁ ସମାନଙ୍କେର ମ ନୋହର ସାମଗ୍ରୀସବୁ ଦେଉଛନ୍ତି। ୟିରୁଶାଲମ କ ହେ, ହେ ସଦାପ୍ରଭୁ, ଦେଖ, ମାେତେ ନିରୀକ୍ଷଣ କର, ଆଉ ଦେଖ ଲୋକମାନେ ମାେତେ ଘୃଣା କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଲୋକସକଳ ଦୀର୍ଘ ନିଶ୍ଵାସ ଛାଡ଼ନ୍ତି, ସେମାନେ ଆହାର ଖୋଜୁଅଛନ୍ତି; ସେମାନେ ପ୍ରାଣ ଶୀତଳ କରିବା ପାଇଁ ଖାଦ୍ୟ ନିମନ୍ତେ ଆପଣା ଆପଣାର ମନୋହର ସାମଗ୍ରୀସବୁ ଦେଇଅଛନ୍ତି । ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, କାରଣ ମୁଁ ତୁଚ୍ଛନୀୟ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତାହାର ସମସ୍ତ ଲୋକ ବିଳାପ କରି ଆହାର ଖୋଜୁଛନ୍ତି। ସେମାନେ ବଞ୍ଚିବା ଉଦ୍ଦେଶ୍ୟରେ ଖାଦ୍ୟ ପାଇଁ ସେମାନଙ୍କର ମନୋହର ସାମଗ୍ରୀ ସବୁ ଦେଉଛନ୍ତି। ଯିରୁଶାଲମ କହେ, “ହେ ସଦାପ୍ରଭୁ, ଦେଖ, ମୋତେ ନିରୀକ୍ଷଣ କର, ଆଉ ଦେଖ ଲୋକମାନେ ମୋତେ ଘୃଣା କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଲୋକସକଳ ଦୀର୍ଘ ନିଶ୍ୱାସ ଛାଡ଼ନ୍ତି, ସେମାନେ ଆହାର ଖୋଜୁଅଛନ୍ତି; ସେମାନେ ପ୍ରାଣ ଶୀତଳ କରିବା ପାଇଁ ଖାଦ୍ୟ ନିମନ୍ତେ ଆପଣା ଆପଣାର ମନୋହର ସାମଗ୍ରୀସବୁ ଦେଇଅଛନ୍ତି। ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, କାରଣ ମୁଁ ତୁଚ୍ଛନୀୟ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତାହାର ଲୋକସକଳ ଦୀର୍ଘ ନିଶ୍ୱାସ ଛାଡ଼ନ୍ତି, ସେମାନେ ଆହାର ଖୋଜୁଅଛନ୍ତି; ସେମାନେ ପ୍ରାଣ ଶୀତଳ କରିବା ପାଇଁ ଖାଦ୍ୟ ନିମନ୍ତେ ଆପଣା ଆପଣାର ମନୋହର ସାମଗ୍ରୀସବୁ ଦେଇଅଛନ୍ତି। ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, କାରଣ ମୁଁ ତୁଚ୍ଛନୀୟ ହୋଇଅଛି।