Lamentations 1:13 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଉର୍ଦ୍ଧ୍ବରୁ ମାେ ଅସ୍ଥିଗୁଡ଼ିକ ମଧ୍ଯରୁ ଅଗ୍ନି ପ୍ ରରଣେ କରି ଅଛନ୍ତି, ସେ ମାରେ ମରଣ ପାଇଁ ଢ଼ାଲ ପାତିଛନ୍ତି ଓ ସେଥି ରେ ମାେତେ ଗୁଡ଼ାଇ ଦଇେଛନ୍ତି। ସେ ମାେତେ ଅନାଥିନୀ ଓ ଦିନସାରା ଅସୁସ୍ଥା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଊର୍ଦ୍ଧ୍ଵରୁ ମୋʼ ଅସ୍ଥିସକଳର ମଧ୍ୟକୁ ଅଗ୍ନି ପ୍ରେରଣ କରିଅଛନ୍ତି, ଆଉ ତାହା ସେସବୁକୁ ପରାସ୍ତ କରଇ; ସେ ମୋʼ ଚରଣ ପାଇଁ ଜାଲ ପାତିଅଛନ୍ତି, ସେ ମୋତେ ଫେରାଇଅଛନ୍ତି; ସେ ମୋତେ ଅନାଥିନୀ ଓ ଦିନଯାକ ମୂର୍ଚ୍ଛିତା କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଊର୍ଦ୍ଧ୍ୱରୁ ମୋ’ ଅସ୍ଥିଗୁଡ଼ିକ ମଧ୍ୟରୁ ଅଗ୍ନି ପ୍ରେରଣ କରିଅଛନ୍ତି, ସେ ମୋର ମରଣ ପାଇଁ ଢାଲ ପାତିଛନ୍ତି ଓ ସେଥିରେ ମୋତେ ଗୁଡ଼ାଇ ଦେଇଛନ୍ତି। ସେ ମୋତେ ଅନାଥିନୀ ଓ ଦିନସାରା ଅସୁସ୍ଥା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଊର୍ଦ୍ଧ୍ୱରୁ ମୋʼ ଅସ୍ଥିସକଳର ମଧ୍ୟକୁ ଅଗ୍ନି ପ୍ରେରଣ କରିଅଛନ୍ତି, ଆଉ ତାହା ସେସବୁକୁ ପରାସ୍ତ କରଇ; ସେ ମୋʼ ଚରଣ ପାଇଁ ଜାଲ ପାତିଅଛନ୍ତି, ସେ ମୋତେ ଫେରାଇ ଅଛନ୍ତି; ସେ ମୋତେ ଅନାଥିନୀ ଓ ଦିନସାରା ମୂର୍ଚ୍ଛିତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଉର୍ଦ୍ଧ୍ୱରୁ ମୋ’ ଅସ୍ଥିସକଳର ମଧ୍ୟକୁ ଅଗ୍ନି ପ୍ରେରଣ କରିଅଛନ୍ତି, ଆଉ ତାହା ସେସବୁକୁ ପରାସ୍ତ କରଇ; ସେ ମୋ’ ଚରଣ ପାଇଁ ଜାଲ ପାତିଅଛନ୍ତି, ସେ ମୋତେ ଫେରାଇ ଅଛନ୍ତି; ସେ ମୋତେ ଅନାଥିନୀ ଓ ଦିନସାରା ମୂର୍ଚ୍ଛିତ କରିଅଛନ୍ତି।