Lamentations 1:14 — Compare Translations
5 translations compared side by side
Odia - 1840
" ମାରେ ପାପରୂପୀ ୟୁଆଳି ସଦାପ୍ରଭୁଙ୍କ ହସ୍ତ ରେ ବନ୍ଧା ୟାଇଅଛି। ସଦାପ୍ରଭୁଙ୍କ ସହେି ୟୁଆଳି ମାେ ସ୍କନ୍ଧ ଉପରକୁ ଆସିଅଛି, ସେ ମାେତେ ସମ୍ପୁର୍ଣ୍ଣ ଦୁର୍ବଳ କରିଦଇେଛନ୍ତି। ଯେଉଁମାନଙ୍କ ବିରୁଦ୍ଧ ରେ ମୁଁ ଠିଆ ହାଇପୋରିବି ନାହିଁ, ସମାନଙ୍କେ ହସ୍ତ ରେ ସଦାପ୍ରଭୁ ମାେତେ ସମର୍ପଣ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋର ଅଧର୍ମରୂପ ଯୁଆଳି ତାହାଙ୍କ ହସ୍ତ ଦ୍ଵାରା ବନ୍ଧାଯାଇଅଛି; ତାହା ଏକତ୍ର ଜଡ଼ିତ ହୋଇଅଛି, ତାହା ମୋʼ ସ୍କନ୍ଧ ଉପରକୁ ଆସିଅଛି; ସେ ମୋʼ ବଳ ଖର୍ବ କରିଅଛନ୍ତି; ଯେଉଁମାନଙ୍କ ବିରୁଦ୍ଧରେ ମୁଁ ଠିଆହୋଇ ନ ପାରେ, ସେମାନଙ୍କ ହସ୍ତରେ ପ୍ରଭୁ ମୋତେ ସମର୍ପଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ମୋର ପାପରୂପ ଯୁଆଳି ସଦାପ୍ରଭୁଙ୍କ ହସ୍ତରେ ବନ୍ଧା ଯାଇଅଛି। ସଦାପ୍ରଭୁଙ୍କ ସେହି ଯୁଆଳି ମୋ’ ସ୍କନ୍ଧ ଉପରକୁ ଆସିଅଛି, ସେ ମୋତେ ସମ୍ପୂର୍ଣ୍ଣ ଦୁର୍ବଳ କରିଦେଇଛନ୍ତି। ଯେଉଁମାନଙ୍କ ବିରୁଦ୍ଧରେ ମୁଁ ଠିଆ ହୋଇ ପାରିବି ନାହିଁ, ସେମାନଙ୍କ ହସ୍ତରେ ସଦାପ୍ରଭୁ ମୋତେ ସମର୍ପଣ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋର ଅଧର୍ମରୂପ ଯୁଆଳି ତାହାଙ୍କ ହସ୍ତ ଦ୍ୱାରା ବନ୍ଧାଯାଇଅଛି; ତାହା ଏକତ୍ର ଜଡ଼ିତ ହୋଇଅଛି, ତାହା ମୋʼ ସ୍କନ୍ଧ ଉପରକୁ ଆସିଅଛି; ସେ ମୋʼ ବଳ ଖର୍ବ କରିଅଛନ୍ତି; ଯେଉଁମାନଙ୍କ ବିରୁଦ୍ଧରେ ମୁଁ ଠିଆ ହୋଇ ନ ପାରେ, ସେମାନଙ୍କ ହସ୍ତରେ ପ୍ରଭୁ ମୋତେ ସମର୍ପଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋର ଅଧର୍ମରୂପ ଯୁଆଳି ତାହାଙ୍କ ହସ୍ତ ଦ୍ୱାରା ବନ୍ଧାଯାଇଅଛି; ତାହା ଏକତ୍ର ଜଡ଼ିତ ହୋଇଅଛି, ତାହା ମୋ’ ସ୍କନ୍ଧ ଉପରକୁ ଆସିଅଛି; ସେ ମୋ’ ବଳ ଖର୍ବ କରିଅଛନ୍ତି; ଯେଉଁମାନଙ୍କ ବିରୁଦ୍ଧରେ ମୁଁ ଠିଆ ହୋଇ ନ ପାରେ, ସେମାନଙ୍କ ହସ୍ତରେ ପ୍ରଭୁ ମୋତେ ସମର୍ପଣ କରିଅଛନ୍ତି।