Lamentations 1:16 — Compare Translations

5 translations compared side by side

Odia - 1840
"ଏହିସବୁ ବିଷଯ ପାଇଁ ମୁଁ କ୍ରନ୍ଦନ କରୁଛି ଓ ମାରେ ଚକ୍ଷୁୟୁଗଳ ଲୋତକପୂର୍ଣ୍ଣ ହାଇେଅଛି। କାରଣ ମାରେ ସାନ୍ତ୍ବନାକାରୀ ମାରେ ପ୍ରାଣକୁ ଆଶ୍ବାସନା ଦବୋ କଥା, କିନ୍ତୁ ସେ ମାଠାରୁେ ଦୂ ରଇେ ଅଛନ୍ତି। ମାରେ ସନ୍ତାନଗଣ ଅନାଥ ହାଇେଛନ୍ତି, କାରଣ ମାରେଶତ୍ରୁଗଣ ସମାନଙ୍କେ ଉପ ରେ ବିଜଯଲାଭ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋʼ ସାନ୍ତ୍ଵନାକାରୀ ଯେ ମୋହର ପ୍ରାଣକୁ ଆଶ୍ଵାସ ଦିଅନ୍ତା; ସେ ମୋʼଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ଏହିସବୁ ବିଷୟ ପାଇଁ ମୁଁ କ୍ରନ୍ଦନ କରୁଅଛି ଓ ମୋର ଚକ୍ଷୁଯୁଗଳ ଲୋତକପୂର୍ଣ୍ଣ ହୋଇଅଛି। କାରଣ ମୋର ସାନ୍ତ୍ୱନାକାରୀ ମୋର ପ୍ରାଣକୁ ଆଶ୍ୱାସନା ଦେବା କଥା, କିନ୍ତୁ ସେ ମୋ’ଠାରୁ ଦୂରେଇ ଅଛନ୍ତି। ମୋର ସନ୍ତାନଗଣ ଅନାଥ ହୋଇଛନ୍ତି, କାରଣ ମୋର ଶତ୍ରୁଗଣ ସେମାନଙ୍କ ଉପରେ ବିଜୟଲାଭ କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋʼ ସାନ୍ତ୍ୱନାକାରୀ ଯେ ମୋହର ପ୍ରାଣକୁ ଆଶ୍ୱାସ ଦିଅନ୍ତା; ସେ ମୋʼ ଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋ’ ସାନ୍ତ୍ୱନାକାରୀ ଯେ ମୋହର ପ୍ରାଣକୁ ଆଶ୍ୱାସ ଦିଅନ୍ତା; ସେ ମୋ’ଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି।