Lamentations 1:18 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ୟିରୁଶାଲମ କ ହେ, ସଦାପ୍ରଭୁ ଧାର୍ମିକ ଅଟନ୍ତି ଓ ମୁଁ ତାଙ୍କ ଆଜ୍ଞାକୁ ଅବଜ୍ଞା କରିଅଛି। ହେ ଗୋଷ୍ଠୀସକଳ, ମୁଁ ବିନଯ କରୁଛି, ତୁମ୍ଭମାନେେ ଶୁଣ ଓ ମାରେ ଦୁଃଖ ଦେଖ। ମାରେ ୟୁବକ, ୟୁବତୀମାନେ ନିର୍ବାସିତ ଅବସ୍ଥା ପାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ଵ ସ୍ଥାନକୁ ଯାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଯିରୁଶାଲମ କହେ, “ସଦାପ୍ରଭୁ ଧାର୍ମିକ ଅଟନ୍ତି ଓ ମୁଁ ତାଙ୍କ ଆଜ୍ଞାକୁ ଅବଜ୍ଞା କରିଅଛି। ହେ ଗୋଷ୍ଠୀସକଳ, ମୁଁ ବିନୟ କରୁଛି, ତୁମ୍ଭେମାନେ ଶୁଣ ଓ ମୋର ଦୁଃଖ ଦେଖ। ମୋର ଯୁବକ, ଯୁବତୀମାନେ ନିର୍ବାସିତ ଅବସ୍ଥା ପାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ୱ ସ୍ଥାନକୁ ଯାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ୱ ସ୍ଥାନକୁ ଯାଇଅଛନ୍ତି।