Lamentations 1:19 — Compare Translations

5 translations compared side by side

Odia - 1840
"ମୁଁ ମାରେ ପ୍ ରମେିକମାନଙ୍କୁ ଡ଼ାକିଲି, ମାତ୍ର ସମାନେେ ମାେ ପ୍ରତି ପ୍ରବଞ୍ଚନା କଲେ। ମାରେ ଯାଜକଗଣ ଓ ପ୍ରାଚୀନବର୍ଗ ନଗର ମଧିଅରେ ପ୍ରାଣତ୍ଯାଗ କଲେ। ସମାନେେ ନିଜେ ନିଜେ ବଞ୍ଚିବା ପାଇଁ ଆହାର ଖୋଜୁଥିବା ବେଳେ ମଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋତେ ବଞ୍ଚନା କଲେ; ମୋର ଯାଜକମାନେ ଓ ମୋର ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ, ସେମାନେ ଆପଣା ଆପଣା ପ୍ରାଣକୁ ଆଶ୍ଵାସ କରିବା ପାଇଁ ଆହାର ଖୋଜୁ ଖୋଜୁ ମଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋର ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋ’ ପ୍ରତି ପ୍ରବଞ୍ଚନା କଲେ। ମୋର ଯାଜକଗଣ ଓ ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ। ସେମାନେ ନିଜେ ନିଜେ ବଞ୍ଚିବା ପାଇଁ ଆହାର ଖୋଜୁଥିବା ବେଳେ ମଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋତେ ପ୍ରବଞ୍ଚନା କଲେ; ମୋର ଯାଜକମାନେ ଓ ମୋର ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ, ସେମାନେ ଆପଣା ଆପଣା ପ୍ରାଣକୁ ଆଶ୍ୱାସ କରିବା ପାଇଁ ଆହାର ଖୋଜୁ ଖୋଜୁ ମଲେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋତେ ପ୍ରବଞ୍ଚନା କଲେ; ମୋର ଯାଜକମାନେ ଓ ମୋର ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ, ସେମାନେ ଆପଣା ଆପଣା ପ୍ରାଣକୁ ଆଶ୍ୱାସ କରିବା ପାଇଁ ଆହାର ଖୋଜୁ ଖୋଜୁ ମଲେ।