Lamentations 1:2 — Compare Translations
5 translations compared side by side
Odia - 1840
"ସେ ରାତ୍ରି ରେ ଅତିଶଯ ରୋଦନ କରୁଛି, ତାହାର ଲୋତକ ଗଣ୍ଡଦେଶ ରେ ପଡ଼ୁଅଛି; ତାକୁ ସାନ୍ତ୍ବନା ଦବୋକୁ କହେି ନାହିଁ; ତା'ର ସମସ୍ତ ବନ୍ଧୁ ତାକୁ ପ୍ରବଞ୍ଚନା କରିଛନ୍ତି; ସମାନେେ ତାହାର ଶତ୍ରୁ ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗଣ୍ତଦେଶରେ ପଡ଼ିଅଛି; ତାହାର ସମସ୍ତ ପ୍ରେମିକଙ୍କ ମଧ୍ୟରେ ତାହାକୁ ସାନ୍ତ୍ଵନା କରିବାକୁ କେହି ନାହିଁ; ତାହାର ବନ୍ଧୁ ସମସ୍ତେ ତାହାକୁ ପ୍ରବଞ୍ଚନା କରିଅଛନ୍ତି, ସେମାନେ ତାହାର ଶତ୍ରୁ ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ରାତ୍ରିରେ ଅତିଶୟ ରୋଦନ କରୁଛି, ତାହାର ଲୋତକ ଗଣ୍ଡଦେଶରେ ପଡ଼ୁଅଛି; ତାକୁ ସାନ୍ତ୍ୱନା ଦେବାକୁ କେହି ନାହିଁ; ତା’ର ସମସ୍ତ ବନ୍ଧୁ ତାକୁ ପ୍ରବଞ୍ଚନା କରିଛନ୍ତି; ସେମାନେ ତାହାର ଶତ୍ରୁ ହୋଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗାଲରେ ପଡ଼ିଅଛି; ତାହାର ସମସ୍ତ ପ୍ରେମିକଙ୍କ ମଧ୍ୟରେ ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ତାହାର ବନ୍ଧୁ ସମସ୍ତେ ତାହାକୁ ପ୍ରବଞ୍ଚନା କରିଅଛନ୍ତି, ସେମାନେ ତାହାର ଶତ୍ରୁ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)