Lamentations 1:20 — Compare Translations
5 translations compared side by side
Odia - 1840
" ହେ ସଦାପ୍ରଭୁ, ଦେଖ, ମୁଁ କିପରି ବିପଦଗ୍ରସ୍ତା। ମାରେ ଅନ୍ତର ବ୍ଯଥିତ ହେଉଛି, କାରଣ ମୁଁ ବିଦ୍ରୋହୀ ଥିଲି। ବାହା ରେ ଖଡ଼ଗ ବଧ କରୁଅଛି ଓ ଗୃହ ଭିତ ରେ ମୃତ୍ଯୁ ରହିଅଛି। ହେ ସଦାପ୍ରଭୁ ଦେଖ, ମାରେ ଅନ୍ତର କିପରି ଦହି ମାହେିଁବା ଭଳି ହେଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁ, ଦେଖ; କାରଣ ମୁଁ ବିପଦଗ୍ରସ୍ତା; ମୋହର ଅନ୍ତ୍ର ବ୍ୟଥିତ ହେଉଅଛି; ମୋର ହୃଦୟ ମୋʼ ଅନ୍ତରରେ ବିକାରପ୍ରାପ୍ତ ହେଉଅଛି; କାରଣ ମୁଁ ଅତ୍ୟ; ବିଦ୍ରୋହାଚରଣ କରିଅଛି; ବାହାରେ ଖଡ଼୍ଗ ବଧ କରୁଅଛି, ଗୃହରେ ମୃତ୍ୟୁ ଥିଲା ପରି ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ସଦାପ୍ରଭୁ, ଦେଖ, ମୁଁ କିପରି ବିପଦଗ୍ରସ୍ତା। ମୋର ଅନ୍ତର ବ୍ୟଥିତ ହେଉଛି, କାରଣ ମୁଁ ବିଦ୍ରୋହୀ ଥିଲି। ବାହାରେ ଖଡ଼ଗ ବଧ କରୁଅଛି ଓ ଗୃହ ଭିତରେ ମୃତ୍ୟୁ ରହିଅଛି। ହେ ସଦାପ୍ରଭୁ ଦେଖ, ମୋର ଅନ୍ତର କିପରି ଦହି ମୋହିଁବା ଭଳି ହେଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁ, ଦେଖ; କାରଣ ମୁଁ ବିପଦଗ୍ରସ୍ତା; ମୋହର ଅନ୍ତ୍ର ବ୍ୟଥିତ ହେଉଅଛି; ମୋର ହୃଦୟ ମୋʼ ଅନ୍ତରରେ ବିକାରପ୍ରାପ୍ତ ହେଉଅଛି; କାରଣ ମୁଁ ଅତ୍ୟନ୍ତ ବିଦ୍ରୋହାଚରଣ କରିଅଛି; ବାହାରେ ଖଡ୍ଗ ବଧ କରୁଅଛି, ଗୃହରେ ମୃତ୍ୟୁୁ ଥିଲା ପରି ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଦେଖ; କାରଣ ମୁଁ ବିପଦଗ୍ରସ୍ତା; ମୋହର ଅନ୍ତ୍ର ବ୍ୟଥିତ ହେଉଅଛି; ମୋର ହୃଦୟ ମୋ’ ଅନ୍ତରରେ ବିକାରପ୍ରାପ୍ତ ହେଉଅଛି; କାରଣ ମୁଁ ଅତ୍ୟନ୍ତ ବିଦ୍ରୋହାଚରଣ କରିଅଛି; ବାହାରେ ଖଡ୍ଗ ବଧ କରୁଅଛି, ଗୃହରେ ମୃତ୍ୟୁୁ ଥିଲା ପରି ହେଉଅଛି।