Lamentations 1:22 — Compare Translations

5 translations compared side by side

Odia - 1840
"ଆଉ ଦେଖ, ମାରେ ଶତ୍ରୁଗଣ କିପରି ଦୁଷ୍ଟତା ରେ ପରିପୂର୍ଣ୍ଣ । ମାରେ ଅଧର୍ମ ଯୋଗୁଁ ମାେ' ପ୍ରତି ଯେଉଁପରି ବ୍ଯବହାର କରିଥିଲ, ସମାନଙ୍କେ ପ୍ରତି ସହେି ପ୍ରକାର କର। କାରଣ ମୁଁ ଅନକେଥର ବିଳାପ କରୁଛି ଓ ମାରେ ହୃଦଯ ମୂର୍ଚ୍ଛିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ସକଳ ଦୁଷ୍ଟତା ତୁମ୍ଭ ସମ୍ମୁଖରେ ପ୍ରବେଶ ହେଉ ଓ ତୁମ୍ଭେ ମୋହର ସକଳ ଆଜ୍ଞା ଲଙ୍ଘନ ସକାଶୁ ମୋʼ ପ୍ରତି ଯେରୂପ କରିଅଛ, ସେମାନଙ୍କ ପ୍ରତି ସେରୂପ କର; କାରଣ ମୋହର ଦୀର୍ଘ ନିଶ୍ଵାସ ଅନେକ ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଦେଖ, ମୋର ଶତ୍ରୁଗଣ କିପରି ଦୁଷ୍ଟତାରେ ପରିପୂର୍ଣ୍ଣ । ମୋର ଅଧର୍ମ ଯୋଗୁଁ ମୋ’ ପ୍ରତି ଯେଉଁପରି ବ୍ୟବହାର କରିଥିଲ, ସେମାନଙ୍କ ପ୍ରତି ସେହି ପ୍ରକାର କର। କାରଣ ମୁଁ ଅନେକ ଥର ବିଳାପ କରୁଛି ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ସକଳ ଦୁଷ୍ଟତା ତୁମ୍ଭ ସମ୍ମୁଖରେ ପ୍ରବେଶ ହେଉ ଓ ତୁମ୍ଭେ ମୋହର ସକଳ ଆଜ୍ଞାଲଙ୍ଘନ ସକାଶୁ ମୋʼ ପ୍ରତି ଯେରୂପ କରିଅଛ, ସେମାନଙ୍କ ପ୍ରତି ସେରୂପେ କର; କାରଣ ମୋହର ଦୀର୍ଘ ନିଶ୍ୱାସ ଅନେକ ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ସକଳ ଦୁଷ୍ଟତା ତୁମ୍ଭ ସମ୍ମୁଖରେ ପ୍ରବେଶ ହେଉ ଓ ତୁମ୍ଭେ ମୋହର ସକଳ ଆଜ୍ଞା-ଲଙ୍ଘନ ସକାଶୁ ମୋ’ ପ୍ରତି ଯେରୂପ କରିଅଛ, ସେମାନଙ୍କ ପ୍ରତି ସେରୂପେ କର; କାରଣ ମୋହର ଦୀର୍ଘ ନିଶ୍ୱାସ ଅନେକ ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି।