Lamentations 1:3 — Compare Translations

5 translations compared side by side

Odia - 1840
"ଯିହୁଦା ବହୁ ଦୁଃଖ ଯୋଗୁଁ ନିର୍ବାସିତ ହାଇେଅଛି। ସେ ନାନା ଗୋଷ୍ଠୀ ମଧିଅରେ ବାସ କରେ ଓ ସେ ବିଶ୍ରାମ ପାଏ ନାହିଁ। ତାହାର ତାଡ଼ନାକାରୀ ସମସ୍ତେ ସଂକୀର୍ଣ୍ଣ ପଥରେ ତାକୁ ଧରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଃଖ ସକାଶୁ ଓ ମହାଦାସତ୍ଵ ସକାଶୁ ଯିହୁଦା ବନ୍ଦୀ ହୋଇ ଯାଇଅଛି; ସେ ଦେବପୂଜକମାନଙ୍କ ମଧ୍ୟରେ ବାସ କରେ, ସେ କିଛି ବିଶ୍ରାମ ପାଏ ନାହିଁ; ତାହାର ତାଡ଼ନାକାରୀ ସମସ୍ତେ ସଙ୍କୀର୍ଣ୍ଣ ପଥରେ ତାହାର ସଙ୍ଗ ଧରିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦା ବହୁ ଦୁଃଖ ଯୋଗୁଁ ନିର୍ବାସିତ ହୋଇଅଛି। ସେ ନାନା ଗୋଷ୍ଠୀ ମଧ୍ୟରେ ବାସ କରେ ଓ ସେ ବିଶ୍ରାମ ପାଏ ନାହିଁ। ତାହାର ତାଡ଼ନାକାରୀ ସମସ୍ତେ ସଂକୀର୍ଣ୍ଣ ପଥରେ ତାକୁ ଧରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଃଖ ସକାଶୁ ଓ ମହାଦାସତ୍ୱ ସକାଶୁ ଯିହୁଦା ବନ୍ଦୀ ହୋଇ ଯାଇଅଛି; ସେ ନାନା ଗୋଷ୍ଠୀ ମଧ୍ୟରେ ବାସ କରେ, ମାତ୍ର ସେ କିଛି ବିଶ୍ରାମ ପାଏ ନାହିଁ; ତାହାର ତାଡ଼ନାକାରୀ ସମସ୍ତେ ସଂକୀର୍ଣ୍ଣ ପଥରେ ତାହାକୁ ଧରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦୁଃଖ ସକାଶୁ ଓ ମହାଦାସତ୍ୱ ସକାଶୁ ଯିହୁଦା ବନ୍ଦୀ ହୋଇ ଯାଇଅଛି; ସେ ନାନା ଗୋଷ୍ଠୀ ମଧ୍ୟରେ ବାସ କରେ, ମାତ୍ର ସେ କିଛି ବିଶ୍ରାମ ପାଏ ନାହିଁ; ତାହାର ତାଡ଼ନାକାରୀ ସମସ୍ତେ ସଙ୍କୀର୍ଣ୍ଣ ପଥରେ ତାହାକୁ ଧରିଅଛନ୍ତି।