Lamentations 1:4 — Compare Translations

5 translations compared side by side

Odia - 1840
"ସିଯୋନର ସମସ୍ତ ପଥ ଶାେକରେ ପରିପୂର୍ଣ୍ଣ, କାରଣ କହେି ସିୟୋନର ଧର୍ମ-ମହାସଭାକୁ ଆସୁ ନାହାଁନ୍ତି। ତାହାର ସମସ୍ତ ଫାଟକ ଶୂନ୍ଯ ଓ ତାହାର ଯାଜକମାନେ ବିଳାପ କରୁଛନ୍ତି। ତା'ର ସମସ୍ତ କୁମାରୀଗଣ ବିଷାଦଗ୍ରସ୍ତା ଓ ସେ ନିଜେ ମନ ରେ ବହୁ ପୀଡ଼ା ପାଇଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିୟୋନର ପଥସକଳ ଶୋକ କରଇ, କାରଣ କେହି ମହାସଭାକୁ ଆସେ ନାହିଁ; ତାହାର ଦ୍ଵାରସବୁ ଶୂନ୍ୟ, ତାହାର ଯାଜକମାନେ ଦୀର୍ଘ ନିଶ୍ଵାସ ଛାଡ଼ୁଅଛନ୍ତି; ତାହାର କୁମାରୀଗଣ ଦୁଃଖଗ୍ରସ୍ତ ଓ ସେ ନିଜେ ମନଃପୀଡ଼ା ପାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସିୟୋନର ସମସ୍ତ ପଥ ଶୋକରେ ପରିପୂର୍ଣ୍ଣ, କାରଣ କେହି ସିୟୋନର ଧର୍ମ-ମହାସଭାକୁ ଆସୁ ନାହାନ୍ତି। ତାହାର ସମସ୍ତ ଫାଟକ ଶୂନ୍ୟ ଓ ତାହାର ଯାଜକମାନେ ବିଳାପ କରୁଛନ୍ତି। ତା’ର ସମସ୍ତ କୁମାରୀଗଣ ବିଷାଦଗ୍ରସ୍ତା ଓ ସେ ନିଜେ ମନରେ ବହୁ ପୀଡ଼ା ପାଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିୟୋନର ପଥସକଳ ଶୋକ କରଇ, କାରଣ କେହି ମହାସଭାକୁ ଆସେ ନାହିଁ; ତାହାର ଦ୍ୱାରସବୁ ଶୂନ୍ୟ, ତାହାର ଯାଜକମାନେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି; ତାହାର କୁମାରୀଗଣ ଦୁଃଖଗ୍ରସ୍ତ ଓ ସେ ନିଜେ ମନଃପୀଡ଼ା ପାଇଅଛି।
Odia IRV 2017 (ଓଡିଆ ବାଇବେଲ)
ସିୟୋନର ପଥସକଳ ଶୋକ କରଇ, କାରଣ କେହି ମହାସଭାକୁ ଆସେ ନାହିଁ; ତାହାର ଦ୍ୱାରସବୁ ଶୂନ୍ୟ, ତାହାର ଯାଜକମାନେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି; ତାହାର କୁମାରୀଗଣ ଦୁଃଖଗ୍ରସ୍ତ ଓ ସେ ନିଜେ ମନଃପୀଡ଼ା ପାଇଅଛି।