Lamentations 1:5 — Compare Translations

5 translations compared side by side

Odia - 1840
"ତା'ର ବିପକ୍ଷମାନେ ଜଯଲାଭ କରିଛନ୍ତି ଓ ତା'ର ଶତ୍ରୁଗଣ ସୌଭାଗ୍ଯବାନ ହାଇେଛନ୍ତି। କାରଣ ତା'ର ଅପାର ପାପ ଯୋଗୁଁ ସଦାପ୍ରଭୁ ତାକୁ କ୍ଲେଶ ଦଇେଛନ୍ତି। ତା'ର ଶିଶୁ ସନ୍ତାନଗଣ ଶତ୍ରୁମାନଙ୍କ ଦ୍ବାରା ନିର୍ବାସିତ ହାଇୟୋଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ବିପକ୍ଷଗଣ ମସ୍ତକ ସ୍ଵରୂପ ହୋଇଅଛନ୍ତି, ତାହାର ଶତ୍ରୁମାନେ ସମୃଦ୍ଧ ହୋଇଅଛନ୍ତି; କାରଣ ତାହାର ଅସଂଖ୍ୟ ଆଜ୍ଞାଲଙ୍ଘନ ସକାଶୁ ସଦାପ୍ରଭୁ ତାହାକୁ କ୍ଳେଶ ଦେଇଅଛନ୍ତି; ତାହାର ଶିଶୁ ସନ୍ତାନଗଣ ବିପକ୍ଷର ଆଗେ ଆଗେ ବନ୍ଦୀ ହୋଇ ଯାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ବିପକ୍ଷମାନେ ଜୟଲାଭ କରିଛନ୍ତି ଓ ତା’ର ଶତ୍ରୁଗଣ ସୌଭାଗ୍ୟବାନ୍ ହୋଇଛନ୍ତି। କାରଣ ତା’ର ଅପାର ପାପ ଯୋଗୁଁ ସଦାପ୍ରଭୁ ତାକୁ କ୍ଳେଶ ଦେଇଛନ୍ତି। ତା’ର ଶିଶୁ ସନ୍ତାନଗଣ ଶତ୍ରୁମାନଙ୍କ ଦ୍ୱାରା ନିର୍ବାସିତ ହୋଇଯାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ବିପକ୍ଷଗଣ ମସ୍ତକ ସ୍ୱରୂପ ହୋଇଅଛନ୍ତି, ତାହାର ଶତ୍ରୁମାନେ ସମୃଦ୍ଧ ହୋଇଅଛନ୍ତି; କାରଣ ତାହାର ଅସଂଖ୍ୟ ଆଜ୍ଞାଲଙ୍ଘନ ସକାଶୁ ସଦାପ୍ରଭୁ ତାହାକୁ କ୍ଳେଶ ଦେଇଅଛନ୍ତି; ତାହାର ଶିଶୁ ସନ୍ତାନଗଣ ବିପକ୍ଷର ସମ୍ମୁଖରେ ବନ୍ଦୀ ହୋଇ ଯାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତାହାର ବିପକ୍ଷଗଣ ମସ୍ତକ ସ୍ୱରୂପ ହୋଇଅଛନ୍ତି, ତାହାର ଶତ୍ରୁମାନେ ସମୃଦ୍ଧ ହୋଇଅଛନ୍ତି; କାରଣ ତାହାର ଅସଂଖ୍ୟ ଆଜ୍ଞା-ଲଙ୍ଘନ ସକାଶୁ ସଦାପ୍ରଭୁ ତାହାକୁ କ୍ଳେଶ ଦେଇଅଛନ୍ତି; ତାହାର ଶିଶୁ ସନ୍ତାନଗଣ ବିପକ୍ଷର ସମ୍ମୁଖରେ ବନ୍ଦୀ ହୋଇ ଯାଇଅଛନ୍ତି।