Lamentations 1:6 — Compare Translations

5 translations compared side by side

Odia - 1840
"ସିଯୋନ କନ୍ଯାଠାରୁ ଆଶୀର୍ବାଦ ଓ ଉନ୍ନତି ତାହାଠାରୁ ଚାଲିୟାଇଛି, ଏହାର ରାଜକୁମାରୀମାନେ ଚାରଣ ଭୂମି ଖୋଜୁଥିବା ହରିଣ ପରି ବୁଲୁଛନ୍ତି। ପୁଣି ସମାନଙ୍କେୁ ଅନୁଧାବନ କରୁଥିବା ଲୋକମାନଙ୍କ ଆଗ ରେ ସମାନେେ ଶକ୍ତିହୀନ ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିୟୋନ କନ୍ୟାର ଶ୍ରୀ ତାହାଠାରୁ ଯାଇଅଛି । ତାହାର ଅଧିପତିଗଣ ଚରାଣି ସ୍ଥାନ ନ ପାଇବା ହରିଣୀମାନଙ୍କ ପରି ହୋଇଅଛନ୍ତି, ପୁଣି ସେମାନେ ପଛେ ଗୋଡ଼ାଇବା ଲୋକର ଆଗେ ଆଗେ ଶକ୍ତିହୀନ ହୋଇ ଗମନ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସିୟୋନ କନ୍ୟାଠାରୁ ଆଶୀର୍ବାଦ ଓ ଉନ୍ନତି ତାହାଠାରୁ ଗ୍ଭଲିଯାଇଛି, ଏହାର ରାଜକୁମାରୀମାନେ ଗ୍ଭରଣଭୂମି ଖୋଜୁଥିବା ହରିଣ ପରି ବୁଲୁଛନ୍ତି। ପୁଣି ସେମାନଙ୍କୁ ଅନୁଧାବନ କରୁଥିବା ଲୋକମାନଙ୍କ ଆଗରେ ସେମାନେ ଶକ୍ତିହୀନ ହୋଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିୟୋନ କନ୍ୟାର ଦୀପ୍ତି ତାହାଠାରୁ ଯାଇଅଛି। ତାହାର ଅଧିପତିଗଣ ଚରାଣି ସ୍ଥାନ ନ ପାଇବା ହରିଣୀମାନଙ୍କ ପରି ହୋଇଅଛନ୍ତି, ପୁଣି ସେମାନେ ପଛେ ଗୋଡ଼ାଇବା ଲୋକର ଆଗେ ଆଗେ ଶକ୍ତିହୀନ ହୋଇ ଗମନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସିୟୋନ କନ୍ୟାର ଦୀପ୍ତି ତାହାଠାରୁ ଯାଇଅଛି। ତାହାର ଅଧିପତିଗଣ ଚରାଣି ସ୍ଥାନ ନ ପାଇବା ହରିଣୀମାନଙ୍କ ପରି ହୋଇଅଛନ୍ତି, ପୁଣି ସେମାନେ ପଛେ ଗୋଡ଼ାଇବା ଲୋକର ଆଗେ ଆଗେ ଶକ୍ତିହୀନ ହୋଇ ଗମନ କରିଅଛନ୍ତି।