Lamentations 1:7 — Compare Translations
5 translations compared side by side
Odia - 1840
"ନିଜ ଦୁଃଖ ଓ ଦୁର୍ଗତିର ସମୟରେ, ୟିରୁଶାଲମ ଆପଣା ପୂର୍ବକାଳର ରମଣୀଯ ଦିନସବୁ ସ୍ମରଣ କରୁଅଛି; ଯେତବେେଳେ ତା'ର ଲୋକମାନେ ଶତ୍ରୁମାନଙ୍କ ଦ୍ବାରା କବଳିତ ହେଲେ, କହେି ସମାନଙ୍କେୁ ସାହାୟ୍ଯ କରିବାକୁ ଆସିଲେ ନାହିଁ, ସେତବେେଳେ ତା'ର ଶତ୍ରୁଗଣ ସମାନଙ୍କେର ଧ୍ବଂସାବସ୍ଥା ଦେଖି ସମାନଙ୍କେୁ ଉପହାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଜ ଦୁଃଖ ଓ ଦୁର୍ଗତିର ସମୟରେ, ଯିରୂଶାଲମ ଆପଣା ପୂର୍ବ କାଳର ମନୋହର ବିଷୟସବୁ ସ୍ମରଣ କରୁଅଛି । ଯେତେବେଳେ ତାହାର ଲୋକମାନେ ବିପକ୍ଷର ହସ୍ତରେ ପଡ଼ିଲେ ଓ କେହି ତାହାର ସାହାଯ୍ୟ କଲେ ନାହିଁ, ସେତେବେଳେ ବିପକ୍ଷଗଣ ତାହାକୁ ଦେଖି ତାହାର ଉତ୍ସନ୍ନତାରେ ଉପହାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନିଜ ଦୁଃଖ ଓ ଦୁର୍ଗତିର ସମୟରେ, ଯିରୁଶାଲମ ଆପଣା ପୂର୍ବକାଳର ରମଣୀୟ ଦିନସବୁ ସ୍ମରଣ କରୁଅଛି; ଯେତେବେଳେ ତା’ର ଲୋକମାନେ ଶତ୍ରୁମାନଙ୍କ ଦ୍ୱାରା କବଳିତ ହେଲେ, କେହି ସେମାନଙ୍କୁ ସାହାଯ୍ୟ କରିବାକୁ ଆସିଲେ ନାହିଁ, ସେତେବେଳେ ତା’ର ଶତ୍ରୁଗଣ ସେମାନଙ୍କର ଧ୍ୱଂସାବସ୍ଥା ଦେଖି ସେମାନଙ୍କୁ ଉପହାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଜ ଦୁଃଖ ଓ ଦୁର୍ଗତିର ସମୟରେ, ଯିରୂଶାଲମ ଆପଣା ପୂର୍ବକାଳର ମନୋହର ବିଷୟସବୁ ସ୍ମରଣ କରୁଅଛି। ଯେତେବେଳେ ତାହାର ଲୋକମାନେ ବିପକ୍ଷର ହସ୍ତରେ ପଡ଼ିଲେ ଓ କେହି ତାହାର ସାହାଯ୍ୟ କଲେ ନାହିଁ, ସେତେବେଳେ ବିପକ୍ଷଗଣ ତାହାକୁ ଦେଖି ତାହାର ଉତ୍ସନ୍ନତାରେ ଉପହାସ କଲେ।
Odia IRV 2017 (ଓଡିଆ ବାଇବେଲ)
ନିଜ ଦୁଃଖ ଓ ଦୁର୍ଗତିର ସମୟରେ, ଯିରୂଶାଲମ ଆପଣା ପୂର୍ବ କାଳର ମନୋହର ବିଷୟସବୁ ସ୍ମରଣ କରୁଅଛି। ଯେତେବେଳେ ତାହାର ଲୋକମାନେ ବିପକ୍ଷର ହସ୍ତରେ ପଡ଼ିଲେ ଓ କେହି ତାହାର ସାହାଯ୍ୟ କଲେ ନାହିଁ, ସେତେବେଳେ ବିପକ୍ଷଗଣ ତାହାକୁ ଦେଖି ତାହାର ଉତ୍ସନ୍ନତାରେ ଉପହାସ କଲେ।