Lamentations 1:8 — Compare Translations

5 translations compared side by side

Odia - 1840
"ୟିରୁଶାଲମ ଅତିଶଯ ପାପ କରିଅଛି, ଏଣୁ ସେ ନଗର ଧ୍ବଂସପ୍ରାପ୍ତ ହାଇେଅଛି। ଯେଉଁମାନେ ତାକୁ ପୂର୍ବେ ସମ୍ମାନ କରୁଥିଲେ, ଏବେ ସମାନେେ ତାକୁ ଘୃଣା କରୁଛନ୍ତି। କାରଣ ସମାନେେ ତାକୁ ଗାଳି ଦିଅନ୍ତି। ୟିରୁଶାଲମ ଦୀର୍ଘ ନିଃଶ୍ବାସ ଛାଡ଼ୁଅଛି ଓ ପଛକୁ ମୁଖ ଫରୋଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ଵାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମ ଅତିଶୟ ପାପ କରିଅଛି, ଏଣୁ ସେ ନଗର ଧ୍ୱଂସପ୍ରାପ୍ତ ହୋଇଅଛି। ଯେଉଁମାନେ ତାକୁ ପୂର୍ବେ ସମ୍ମାନ କରୁଥିଲେ, ଏବେ ସେମାନେ ତାକୁ ଘୃଣା କରୁଛନ୍ତି। କାରଣ ସେମାନେ ତାକୁ ଗାଳି ଦିଅନ୍ତି। ଯିରୁଶାଲମ ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛି ଓ ପଛକୁ ମୁଖ ଫେରାଉଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେମାନେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି।
Odia IRV 2017 (ଓଡିଆ ବାଇବେଲ)
ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି।