Lamentations 1:9 — Compare Translations
5 translations compared side by side
Odia - 1840
"ୟିରୁଶାଲମର ଅପରିଷ୍କାର ସହଳୀ ତାଙ୍କ ଜାମାଗୁଡ଼ିକରେ ଦୃଶିତ କରିଥିଲା। ସେଥିପାଇଁ ତାହାର ପତନ ଅନିବାର୍ୟ୍ଯ ଜଣାପଡ଼ୁଥିଲା। ସଠାେ ରେ ତାକୁ ସାନ୍ତ୍ବନା ଦବୋକୁ କହେି ନ ଥିଲେ। ସେ କହୁଛି, ହେ ସଦାପ୍ରଭୁ, ମାରେ ସମସ୍ଯା ଦେଖ, ମାରେ ଶତ୍ରୁଗଣ ନିଜକୁ କିପରି ମହାନ୍ ମନେ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଅଶୌଚ ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ଵନାକାରୀ କେହି ନାହିଁ । ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମର ଅପରିଷ୍କାର ଗଳି ତାଙ୍କ ଜାମାଗୁଡ଼ିକରେ ଦୃଶିତ କରିଥିଲା। ସେଥିପାଇଁ ତାହାର ପତନ ଅନିବାର୍ଯ୍ୟ ଜଣାପଡ଼ୁଥିଲା। ସେଠାରେ ତାକୁ ସାନ୍ତ୍ୱନା ଦେବାକୁ କେହି ନ ଥିଲେ। ସେ କହୁଛି, “ହେ ସଦାପ୍ରଭୁ, ମୋର ସମସ୍ୟା ଦେଖ, ମୋର ଶତ୍ରୁଗଣ ନିଜକୁ କିପରି ମହାନ ମନେ କରୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଅଶୁଚିତା ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ୱନାକାରୀ କେହି ନାହାନ୍ତି। ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି।
Odia IRV 2017 (ଓଡିଆ ବାଇବେଲ)