Lamentations 2:1 — Compare Translations
5 translations compared side by side
Odia - 1840
"ଦେଖ, ସଦାପ୍ରଭୁ କିପରି ଆପଣା କୋର୍ଧ ରେ ସିୟୋନ କନ୍ଯାକୁ ମଘାେଚ୍ଛନ୍ନ କରିଛନ୍ତି। ସେ ଇଶ୍ରାୟେଲର ଗୌରବକୁ ସ୍ବର୍ଗରୁ ପୃଥିବୀକୁ ନିକ୍ଷପେ କରିଛନ୍ତି। ପୁଣି ତାଙ୍କର କୋରଧର ଦିନ ରେ ତାଙ୍କର ପାଦପୀଠ ଇଶ୍ରାୟେଲକୁ ସ୍ମରଣ କରିନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି! ସେ ଇସ୍ରାଏଲର ଶୋଭା ସ୍ଵର୍ଗରୁ ପୃଥିବୀକି ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯିରୁଶାଲମ ଧ୍ୱଂସ କଲେ ଦେଖ, ସଦାପ୍ରଭୁ କିପରି ଆପଣା କ୍ରୋଧରେ ସିୟୋନ କନ୍ୟାକୁ ମେଘାଚ୍ଛନ୍ନ କରିଛନ୍ତି। ସେ ଇସ୍ରାଏଲର ଗୌରବକୁ ସ୍ୱର୍ଗରୁ ପୃଥିବୀକୁ ନିକ୍ଷେପ କରିଛନ୍ତି। ପୁଣି ତାଙ୍କର କ୍ରୋଧର ଦିନରେ ତାଙ୍କର ପାଦପୀଠ ଇସ୍ରାଏଲକୁ ସ୍ମରଣ କରି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି।