Lamentations 2:10 — Compare Translations
5 translations compared side by side
Odia - 1840
"ସିୟୋନ କନ୍ଯା, ବଯସ୍କାମାନେ ନୀରବ ରେ ଭୂମିରେ ବସିଛନ୍ତି। ସମାନେେ ଆପଣା ମସ୍ତକରେ ଧୂଳି ବୋଳି ହାଇେଛନ୍ତି ଓ କଟି ଦେଶ ରେ ଶାେକ ବସ୍ତ୍ର ବାନ୍ଧିଛନ୍ତି। ୟିରୁଶାଲମର କୁମାରୀମାନେ ଭୂମିକୁ ସମାନଙ୍କେର ମସ୍ତକରେ ଅବନତ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ-ଅଛନ୍ତି; ସେମାନେ କଟିଦେଶରେ ଚଟ ବାନ୍ଧିଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକି ଆପଣା ଆପଣା ମସ୍ତକ ନୁଆଁଉ-ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସିୟୋନ କନ୍ୟା, ବୟସ୍କାମାନେ ନୀରବରେ ଭୂମିରେ ବସିଛନ୍ତି। ସେମାନେ ଆପଣା ମସ୍ତକରେ ଧୂଳି ବୋଳି ହୋଇଛନ୍ତି ଓ କଟି ଦେଶରେ ଶୋକ ବସ୍ତ୍ର ବାନ୍ଧିଛନ୍ତି। ଯିରୁଶାଲମର କୁମାରୀମାନେ ଭୂମିକୁ ସେମାନଙ୍କର ମସ୍ତକରେ ଅବନତ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇଅଛନ୍ତି; ସେମାନେ କଟିଦେଶରେ ଚଟ ବାନ୍ଧି ଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକୁ ଆପଣା ଆପଣା ମସ୍ତକ ଅବନତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇଅଛନ୍ତି; ସେମାନେ କଟିଦେଶରେ ଝୋଟର କନା ବାନ୍ଧି ଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକୁ ଆପଣା ଆପଣା ମସ୍ତକ ଅବନତ କରିଅଛନ୍ତି।