Lamentations 2:11 — Compare Translations
5 translations compared side by side
Odia - 1840
"ମାରେ ଚକ୍ଷୁୟୁଗଳ ଲୋତକରେ ପୂର୍ଣ୍ଣ ହୁଏ ଓ ଅନ୍ତର ବ୍ଯଥିତ ହୁଏ। ମାରେ ଲୋକମାନଙ୍କର ବିନାଶ ହତେୁ ମାରେ ହୃଦଯ ଭୂମିରେ ଢ଼ଳା ହେଲାପରି ଅନୁଭବ କରେ, କାରଣ ନଗରର ପଥ ସମୂହ ରେ ବାଳକ ବାଳିକା ଓ ଦୁଗ୍ଧପୋଷ୍ଯ ଶିଶୁମାନେ ମୂର୍ଚ୍ଛିତ ହାଇେ ପଡ଼ିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋʼ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଚକ୍ଷୁଯୁଗଳ ଲୋତକରେ ପୂର୍ଣ୍ଣ ହୁଏ ଓ ଅନ୍ତର ବ୍ୟଥିତ ହୁଏ। ମୋର ଲୋକମାନଙ୍କର ବିନାଶ ହେତୁ ମୋର ହୃଦୟ ଭୂମିରେ ଢଳା ହେଲାପରି ଅନୁଭବ କରେ, କାରଣ ନଗରର ପଥ ସମୂହରେ ବାଳକ ବାଳିକା ଓ ଦୁଗ୍ଧପୋଷ୍ୟ ଶିଶୁମାନେ ମୂର୍ଚ୍ଛିତ ହୋଇ ପଡ଼ିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋʼ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋ’ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।