Lamentations 2:12 — Compare Translations

5 translations compared side by side

Odia - 1840
"ସମାନେେ ନିଜ ନିଜ ମାତାକୁ ଶସ୍ଯ ଓ ଦ୍ରାକ୍ଷାରସ କାହିଁ? ଏହି କଥା ପଚାରୁଛନ୍ତି, ଯେତବେେଳେ ସମାନେେ ମୂର୍ଚ୍ଛା ୟାଆନ୍ତି। ନଗର ଛକରେ ଘାଇଲା ଲୋକମାନଙ୍କ ପରି ଏବଂ ନିଜ ନିଜ ମାଆ କୋଳ ରେ ପ୍ରାଣ ତ୍ଯାଗ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶସ୍ୟ ଓ ଦ୍ରାକ୍ଷାରସ କାହିଁ? ଏହି କଥା ଆପଣା ଆପଣା ମାତାକୁ କହୁ କହୁ, ସେମାନେ ନଗରର ପଥସମୂହରେ କ୍ଷତବିକ୍ଷତ ଲୋକ ପରି ମୁର୍ଚ୍ଛାପନ୍ନ ହୁଅନ୍ତି, ସେମାନେ ଆପଣା ଆପଣା ମାତାର କୋଳରେ ପ୍ରାଣତ୍ୟାଗ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ନିଜ ନିଜ ମାତାକୁ “ଶସ୍ୟ ଓ ଦ୍ରାକ୍ଷାରସ କାହିଁ?” ଏହି କଥା ପଗ୍ଭରୁଛନ୍ତି, ଯେତେବେଳେ ସେମାନେ ମୂର୍ଚ୍ଛା ଯାଆନ୍ତି। ନଗର ଛକରେ ଘାଇଲା ଲୋକମାନଙ୍କ ପରି ଏବଂ ନିଜ ନିଜ ମା କୋଳରେ ପ୍ରାଣତ୍ୟାଗ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶସ୍ୟ ଓ ଦ୍ରାକ୍ଷାରସ କାହିଁ? ଏହି କଥା ଆପଣା ଆପଣା ମାତାକୁ କହୁ କହୁ, ସେମାନେ ନଗରର ପଥସମୂହରେ କ୍ଷତବିକ୍ଷତ ଲୋକ ପରି ମୂର୍ଚ୍ଛାପନ୍ନ ହୁଅନ୍ତି, ସେମାନେ ଆପଣା ଆପଣା ମାତାର କୋଳରେ ପ୍ରାଣତ୍ୟାଗ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଶସ୍ୟ ଓ ଦ୍ରାକ୍ଷାରସ କାହିଁ? ଏହି କଥା ଆପଣା ଆପଣା ମାତାକୁ କହୁ କହୁ, ସେମାନେ ନଗରର ପଥସମୂହରେ କ୍ଷତବିକ୍ଷତ ଲୋକ ପରି ମୁର୍ଚ୍ଛାପନ୍ନ ହୁଅନ୍ତି, ସେମାନେ ଆପଣା ଆପଣା ମାତାର କୋଳରେ ପ୍ରାଣତ୍ୟାଗ କରନ୍ତି।