Lamentations 2:15 — Compare Translations

5 translations compared side by side

Odia - 1840
"ପଥିକମାନେ ତୁମ୍ଭର ଦୁରାବସ୍ଥା ରେ ହାତତାଳି ଦିଅନ୍ତି। ସମାନେେ ଗ୍ରୀସ୍ ଶବ୍ଦ କରି ୟିରୁଶାଲମର କନ୍ଯା ପ୍ରତି ମସ୍ତକ ହଲାଇ କହନ୍ତି, ଏ କ'ଣ ସହେି ନଗରୀ ଯାହାକୁ ଲୋକମାନେ 'ସୌନ୍ଦର୍ୟ୍ଯମଯୀ ନଗରୀ' ଓ 'ସମଗ୍ର ପୃଥିବୀର ଆନନ୍ଦ ସ୍ବରୂପ' ବୋଲି କହୁଥିଲେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପଥିକମାନେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି;ସେମାନେ ଶୀସ୍ ଶଦ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ଵରୂପ ବୋଲି କହିଲେ, ତାହା କି ଏହି?
Odia Bible ERV 2004 (ପବିତ୍ର ବାଇବଲ)
ପଥିକମାନେ ତୁମ୍ଭର ଦୁରାବସ୍ଥାରେ ହାତତାଳି ଦିଅନ୍ତି। ସେମାନେ “ଶୀସ୍” ଶବ୍ଦ କରି ଯିରୁଶାଲମର କନ୍ୟା ପ୍ରତି ମସ୍ତକ ହଲାଇ କହନ୍ତି, “ଏ କ’ଣ ସେହି ନଗରୀ ଯାହାକୁ ଲୋକମାନେ ‘ସୌନ୍ଦର୍ଯ୍ୟମୟୀ ନଗରୀ’ ଓ ‘ସମଗ୍ର ପୃଥିବୀର ଆନନ୍ଦ ସ୍ୱରୂପ’ ବୋଲି କହୁଥିଲେ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପଥିକମାନେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; ସେମାନେ ଶୀସ୍‍ ଶବ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ୱରୂପ ବୋଲି କହିଲେ, ତାହା କି ଏହି?
Odia IRV 2017 (ଓଡିଆ ବାଇବେଲ)
ପଥିକମାନେ ତୁମ୍ଭ ପ୍ରତି ହାତ ତାଳି ଦିଅନ୍ତି; ସେମାନେ ଶୀସ୍‍ ଶବ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ୱରୂପ ବୋଲି କହିଲେ, ତାହା କି ଏହି?