Lamentations 2:16 — Compare Translations

5 translations compared side by side

Odia - 1840
"ତୁମ୍ଭର ସମସ୍ତ ଶତ୍ରୁ ତୁମ୍ଭକୁ ପରିହାସ କରନ୍ତି। ସମାନେେ ଗ୍ରୀସ୍ ଶବ୍ଦ ଓ ଦାନ୍ତ କଡ଼ମଡ଼ କରି କହନ୍ତି, ଆମ୍ଭମାନେେ ତାକୁ ଗ୍ରାସ କରିଅଛୁଁ, ଆମ୍ଭମାନେେ ଏହି ଦିନକୁ ଅପେକ୍ଷା କରିଥିଲୁ, ଏହି ଦିନକୁ ଆମ୍ଭମାନେେ ଆଶା କରିଥିଲୁ, ତାହା ପାଇଲୁ ଓ ଦେଖିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଶତ୍ରୁସକଳ ତୁମ୍ଭ ବିରୁଦ୍ଧରେ ଫର୍ଚ୍ଚା କରି ଆପଣା ଆପଣା ମୁଖ ମେଲାଇଅଛନ୍ତି; ସେମାନେ ଶୀସ୍ ଦିଅନ୍ତି ଓ ଦ; କଡ଼ମଡ଼ କରନ୍ତି; ସେମାନେ କହନ୍ତି,ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ; ଆମ୍ଭେମାନେ ଯେଉଁ ଦିନର ଅପେକ୍ଷା କଲୁ, ଏ ଅବଶ୍ୟ ସେହି ଦିନ; ଆମ୍ଭେମାନେ ତାହା ପାଇଲୁ, ଆମ୍ଭେମାନେ ତାହା ଦେଖିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ସମସ୍ତ ଶତ୍ରୁ ତୁମ୍ଭକୁ ପରିହାସ କରନ୍ତି। ସେମାନେ “ଶୀସ୍” ଶବ୍ଦ ଓ ଦାନ୍ତ କଡ଼ମଡ଼ କରି କହନ୍ତି, “ଆମ୍ଭେମାନେ ତାକୁ ଗ୍ରାସ କରିଅଛୁ, ଆମ୍ଭେମାନେ ଏହି ଦିନକୁ ଅପେକ୍ଷା କରିଥିଲୁ, ଏହି ଦିନକୁ ଆମ୍ଭେମାନେ ଆଶା କରିଥିଲୁ, ତାହା ପାଇଲୁ ଓ ଦେଖିଲୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଶତ୍ରୁ ସକଳ ତୁମ୍ଭ ବିରୁଦ୍ଧରେ ଆପଣା ଆପଣା ମୁଖ ମେଲାଇ ପରିହାସ କରନ୍ତି; ସେମାନେ ଶୀସ୍‍ ଦିଅନ୍ତି ଓ ଦନ୍ତ କଡ଼ମଡ଼ କରନ୍ତି; ସେମାନେ କହନ୍ତି, ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ; ଆମ୍ଭେମାନେ ଯେଉଁ ଦିନର ଅପେକ୍ଷା କଲୁ, ଏ ଅବଶ୍ୟ ସେହି ଦିନ; ଆମ୍ଭେମାନେ ତାହା ପାଇଅଛୁ, ଆମ୍ଭେମାନେ ତାହା ଦେଖିଅଛୁ।
Odia IRV 2017 (ଓଡିଆ ବାଇବେଲ)