Lamentations 2:18 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କର ହୃଦଯ ସଦାପ୍ରଭୁଙ୍କ ସମ୍ମୁଖ ରେ ଚିତ୍କାର କରିବା ଉଚିତ୍। ହେ ସିୟୋନ କନ୍ଯାର ପ୍ରାଚୀର, ଦିବାରାତ୍ର ଅଶ୍ରୁଧାରା ସୋର୍ତ ପରି ଝରାଅ। ତୁମ୍ଭେ ଚକ୍ଷୁକୁ ବିଶ୍ରାମ ଦିଅ ନାହିଁ ଓ ତୁମ୍ଭ ଚକ୍ଷୁତାରା ସ୍ଥିର ନ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକମାନଙ୍କର ହୃଦୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲା; ହେ ସିୟୋନ କନ୍ୟାର ପ୍ରାଚୀର, ଦିବାରାତ୍ର ଅଶ୍ରୁଧାରା ସ୍ରୋତ ପରି ବୁହାଅ; ତୁମ୍ଭେ ଆପଣାକୁ କିଛି ବିଶ୍ରାମ ଦିଅ ନାହିଁ; ତୁମ୍ଭ ଚକ୍ଷୁର ତାରା ଶା; ନ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ହୃଦୟ ସଦାପ୍ରଭୁଙ୍କ ସମ୍ମୁଖରେ ଚିତ୍କାର କରିବା ଉଚିତ୍। ହେ ସିୟୋନ କନ୍ୟାର ପ୍ରାଚୀର, ଦିବାରାତ୍ରି ଅଶ୍ରୁଧାରା ସ୍ରୋତ ପରି ଝରାଅ। ତୁମ୍ଭେ ଚକ୍ଷୁକୁ ବିଶ୍ରାମ ଦିଅ ନାହିଁ ଓ ତୁମ୍ଭ ଚକ୍ଷୁତାରା ସ୍ଥିର ନ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକମାନଙ୍କର ହୃଦୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲା; ହେ ସିୟୋନ କନ୍ୟାର ପ୍ରାଚୀର, ଦିବାରାତ୍ର ଅଶ୍ରୁଧାରା ସ୍ରୋତ ପରି ବୁହାଅ; ତୁମ୍ଭେ ଆପଣାକୁ କିଛି ବିଶ୍ରାମ ଦିଅ ନାହିଁ; ତୁମ୍ଭ ଚକ୍ଷୁର ତାରା ଶାନ୍ତ ନ ହେଉ।
Odia IRV 2017 (ଓଡିଆ ବାଇବେଲ)
ଲୋକମାନଙ୍କର ହୃଦୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲା; ହେ ସିୟୋନ କନ୍ୟାର ପ୍ରାଚୀର, ଦିବାରାତ୍ର ଅଶ୍ରୁଧାରା ସ୍ରୋତ ପରି ବୁହାଅ; ତୁମ୍ଭେ ଆପଣାକୁ କିଛି ବିଶ୍ରାମ ଦିଅ ନାହିଁ; ତୁମ୍ଭ ଚକ୍ଷୁର ତାରା ଶାନ୍ତ ନ ହେଉ।