Lamentations 2:19 — Compare Translations
5 translations compared side by side
Odia - 1840
"ଉଠ, ରାତ୍ରିର ପ୍ରେତ୍ୟକକ ପ୍ରହରର ଆରମ୍ଭ ରେ ଆର୍ତ୍ତସ୍ବର କର; ସଦାପ୍ରଭୁଙ୍କ ସମ୍ମୁଖ ରେ ତୁମ୍ଭର ହୃଦଯ ଜଳପରି ଢ଼ାଳି ଦିଅ; ତୁମ୍ଭର ସନ୍ତାନସନ୍ତତିଙ୍କ ପ୍ରାଣରକ୍ଷା ପାଇଁ ତାଙ୍କ ସମ୍ମୁଖ ରେ ହାତୟୋଡ଼ି ପ୍ରାର୍ଥନା କର। କାରଣ ସମାନେେ ପ୍ରେତ୍ୟକକ ସଡ଼କ ମୁଣ୍ଡ ରେ କ୍ଷୁଧା ରେ ଛଟପଟ ହେଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଠ, ରାତ୍ରିରେ, ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ଵର କର; ପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳ ପରି ଢାଳିଦିଅ; ତୁମ୍ଭର ବାଳକ ବାଳିକାଗଣର ପ୍ରାଣରକ୍ଷାର୍ଥେ ତାହାଙ୍କ ଛାମୁରେ କୃତାଞ୍ଜଳି ହୁଅ, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ତରେ କ୍ଷୁଧାରେ କ୍ଳା; ହେଉଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଉଠ, ରାତ୍ରିର ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର; ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳପରି ଢାଳି ଦିଅ; ତୁମ୍ଭର ସନ୍ତାନସନ୍ତତିଙ୍କ ପ୍ରାଣରକ୍ଷା ପାଇଁ ତାଙ୍କ ସମ୍ମୁଖରେ ହାତଯୋଡ଼ି ପ୍ରାର୍ଥନା କର। କାରଣ ସେମାନେ ପ୍ରତ୍ୟେକ ସଡ଼କ ମୁଣ୍ଡରେ କ୍ଷୁଧାରେ ଛଟପଟ ହେଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉଠ, ରାତ୍ରିରେ, ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର; ପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳ ପରି ଢାଳିଦିଅ; ତୁମ୍ଭର ବାଳକ ବାଳିକାଗଣର ପ୍ରାଣରକ୍ଷାର୍ଥେ ତାହାଙ୍କ ଛାମୁରେ କୃତାଞ୍ଜଳି ହୁଅ, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ କ୍ଷୁଧାରେ କ୍ଳାନ୍ତ ହେଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)