Lamentations 2:20 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ଦେଖ ଓ ନିରୀକ୍ଷଣ କର, ତୁମ୍ଭେ ତାହାପ୍ରତି ଏ ପ୍ରକାର ବ୍ଯବହାର କରିଅଛ! ମୁଁ ଏହି ପ୍ରଶ୍ନ ତୁମ୍ଭକୁ ପଚାରୁଛି, କୌଣସି ମାଆ କ'ଣ ତା'ର ଗର୍ଭସ୍ଥ ସନ୍ତାନକୁ ଯାହାକୁ ନିଜେ ଲାଳନପାଳନ କରିଛି, ତାକୁ ଭକ୍ଷଣ କରିବ? ଯାଜକଗଣ ଓ ଭବିଷ୍ଯଦ୍ ବକ୍ତା କ'ଣ ସଦାପ୍ରଭୁଙ୍କ ପବିତ୍ର ମନ୍ଦିର ରେ ନିହତ ହବେେ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ? ସ୍ତ୍ରୀଲୋକେ କି ଆପଣା ଗର୍ଭଫଳକୁ, ହସ୍ତରେ ଲାଳିତ ଶିଶୁମାନଙ୍କୁ ଭୋଜନ କରିବେ? ଯାଜକ ଓ ଭବିଷ୍ୟଦ୍ବକ୍ତା କି ପ୍ରଭୁଙ୍କର ପବିତ୍ର ସ୍ଥାନରେ ହତ ହେବେ?
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଦେଖ ଓ ନିରୀକ୍ଷଣ କର, ତୁମ୍ଭେ ତାହା ପ୍ରତି ଏ ପ୍ରକାର ବ୍ୟବହାର କରିଅଛ! ମୁଁ ଏହି ପ୍ରଶ୍ନ ତୁମ୍ଭକୁ ପଗ୍ଭରୁଛି, କୌଣସି ମା କ’ଣ ତା’ର ଗର୍ଭସ୍ଥ ସନ୍ତାନକୁ ଯାହାକୁ ନିଜେ ଲାଳନପାଳନ କରିଛି, ତାକୁ ଭକ୍ଷ୍ୟଣ କରିବ? ଯାଜକଗଣ ଓ ଭବିଷ୍ୟଦ୍ବକ୍ତା କ’ଣ ସଦାପ୍ରଭୁଙ୍କ ପବିତ୍ର ମନ୍ଦିରରେ ନିହତ ହେବେ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ? ସ୍ତ୍ରୀଲୋକେ କି ଆପଣା ଗର୍ଭଫଳକୁ, ହସ୍ତରେ ଲାଳିତ ଶିଶୁମାନଙ୍କୁ ଭୋଜନ କରିବେ? ଯାଜକ ଓ ଭବିଷ୍ୟଦ୍ବକ୍ତା କି ପ୍ରଭୁଙ୍କର ପବିତ୍ର ସ୍ଥାନରେ ହତ ହେବେ?
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ? ସ୍ତ୍ରୀଲୋକେ କି ଆପଣା ଗର୍ଭଫଳକୁ, ହସ୍ତରେ ଲାଳିତ ଶିଶୁମାନଙ୍କୁ ଭୋଜନ କରିବେ? ଯାଜକ ଓ ଭବିଷ୍ୟଦ୍ବକ୍ତା କି ପ୍ରଭୁଙ୍କର ପବିତ୍ର ସ୍ଥାନରେ ହତ ହେବେ?