Lamentations 2:21 — Compare Translations
5 translations compared side by side
Odia - 1840
"ୟୁବକ ଓ ବୃଦ୍ଧ ନଗରର ରାସ୍ତା ରେ ପତିତ ହାଇେଛନ୍ତି। ୟୁବକ, ୟୁବତୀ ଖଡ୍ଗ ରେ ହତ ହାଇେ ପଡ଼ିଛନ୍ତି। ସଦାପ୍ରଭୁ ସମାନଙ୍କେୁ ଆପଣା କୋର୍ଧ ଦିନ ରେ ବଧ କରିଛନ୍ତି ଓ ସମାନଙ୍କେ ପ୍ରତି ନିର୍ଦ୍ଦଯ ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆବାଳବୃଦ୍ଧଲୋକ ବାଟରେ ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ଼୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଯୁବକ ଓ ବୃଦ୍ଧ ନଗରର ରାସ୍ତାରେ ପତିତ ହୋଇଛନ୍ତି। ଯୁବକ, ଯୁବତୀ ଖଡ଼୍ଗରେ ହତ ହୋଇ ପଡ଼ିଛନ୍ତି। ସଦାପ୍ରଭୁ ସେମାନଙ୍କୁ ଆପଣା କ୍ରୋଧ ଦିନରେ ବଧ କରିଛନ୍ତି ଓ ସେମାନଙ୍କ ପ୍ରତି ନିର୍ଦ୍ଦୟ ହୋଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୁବକ ଓ ବୃଦ୍ଧ ଲୋକ ବାଟର ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ।
Odia IRV 2017 (ଓଡିଆ ବାଇବେଲ)
ଯୁବକ ଓ ବୃଦ୍ଧ ଲୋକ ବାଟର ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ।