Lamentations 2:3 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ପ୍ରଚଣ୍ଡ କୋର୍ଧ ରେ ଇଶ୍ରାୟେଲର ସମସ୍ତ ଶକ୍ତି କାଟି ପକାଇଛନ୍ତି। ସେ ଶତ୍ରୁ ସମ୍ମୁଖରୁ ତାଙ୍କର ଦକ୍ଷିଣ ହସ୍ତ ପଛକୁ ଟାଣି ନଇେଛନ୍ତି। ସେ ଅଗ୍ନିଶିଖା ପରି ଯାକୁବକୁ ଜଳାଇଛନ୍ତି ଓ ତାହା ଚତୁର୍ଦ୍ଦିଗ ରେ ଥିବା ସବୁକିଛି ଗ୍ରାସ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପ୍ରଚଣ୍ତ କ୍ରୋଧରେ ଇସ୍ରାଏଲର ଶୃଙ୍ଗସବୁ କାଟି ପକାଇଅଛନ୍ତି; ସେ ଶତ୍ରୁ ସମ୍ମୁଖରୁ ଆପଣା ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଅଛନ୍ତି; ଆଉ, ସେ ଅଗ୍ନିଶିଖା ପରି ଯାକୁବକୁ ପ୍ରଜ୍ଵଳିତ କରିଅଛନ୍ତି, ତାହା ଚତୁର୍ଦ୍ଦିଗ ଗ୍ରାସ କରଇ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପ୍ରଚଣ୍ଡ କ୍ରୋଧରେ ଇସ୍ରାଏଲର ସମସ୍ତ ଶକ୍ତି କାଟି ପକାଇଛନ୍ତି। ସେ ଶତ୍ରୁ ସମ୍ମୁଖରୁ ତାଙ୍କର ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଛନ୍ତି। ସେ ଅଗ୍ନିଶିଖା ପରି ଯାକୁବକୁ ଜ୍ୱଳାଇଛନ୍ତି ଓ ତାହା ଚତୁର୍ଦ୍ଦିଗରେ ଥିବା ସବୁକିଛି ଗ୍ରାସ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପ୍ରଚଣ୍ଡ କ୍ରୋଧରେ ଇସ୍ରାଏଲର ଶୃଙ୍ଗସବୁ କାଟି ପକାଇଅଛନ୍ତି; ସେ ଶତ୍ରୁ ସମ୍ମୁଖରୁ ଆପଣା ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଅଛନ୍ତି; ଆଉ, ସେ ଅଗ୍ନିଶିଖା ପରି ଯାକୁବକୁ ପ୍ରଜ୍ୱଳିତ କରିଅଛନ୍ତି, ତାହା ଚତୁର୍ଦ୍ଦିଗ ଗ୍ରାସ କରଇ।
Odia IRV 2017 (ଓଡିଆ ବାଇବେଲ)
ସେ ପ୍ରଚଣ୍ଡ କ୍ରୋଧରେ ଇସ୍ରାଏଲର ଶୃଙ୍ଗସବୁ କାଟି ପକାଇଅଛନ୍ତି; ସେ ଶତ୍ରୁ ସମ୍ମୁଖରୁ ଆପଣା ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଅଛନ୍ତି; ଆଉ, ସେ ଅଗ୍ନିଶିଖା ପରି ଯାକୁବକୁ ପ୍ରଜ୍ୱଳିତ କରିଅଛନ୍ତି, ତାହା ଚତୁର୍ଦ୍ଦିଗ ଗ୍ରାସ କରଇ।