Lamentations 2:4 — Compare Translations

5 translations compared side by side

Odia - 1840
"ଆସ ସଦାପ୍ରଭୁ ଶତ୍ରୁ ପରି ଧନୁ ରେ ସୂତା ବାନ୍ଧିଥିଲେ ଓ ତାଙ୍କର ଦକ୍ଷିଣ ହସ୍ତକୁ ଶତ୍ରୁପକ୍ଷ ପରି ସୁଶାେଭିତ କରିଛନ୍ତି। ଯିହୁଦାର ସମସ୍ତ ସୁନ୍ଦର ଲୋକଙ୍କୁ ଶତ୍ରୁପରି ବଧ କରିଅଛନ୍ତି। ପୁଣି ତାଙ୍କର କୋରଧାଗ୍ନିକୁ ସିୟୋନ କନ୍ଯାର ତମ୍ବୁ ଉପ ରେ ଢ଼ାଳି ଦଇେଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଶତ୍ରୁ ତୁଲ୍ୟ ଆପଣା ଧନୁରେ ଗୁଣ ଦେଇଅଛନ୍ତି, ସେ ବିପକ୍ଷ ପରି ଆପଣା ଦକ୍ଷିଣ ହସ୍ତ ଟେକି ଠିଆ ହୋଇଅଛନ୍ତି ଓ ଚକ୍ଷୁର ସୁଖଜନକ ସକଳକୁ ବଧ କରିଅଛନ୍ତି; ସେ ସିୟୋନ କନ୍ୟାର ତମ୍ଵୁ ମଧ୍ୟରେ ଆପଣା କୋପ ଅଗ୍ନି ପରି ଢାଳି ଦେଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସଦାପ୍ରଭୁ ଶତ୍ରୁ ପରି ଧନୁରେ ସୂତା ବାନ୍ଧିଥିଲେ ଓ ତାଙ୍କର ଦକ୍ଷିଣ ହସ୍ତକୁ ଶତ୍ରୁପକ୍ଷ ପରି ସୁଶୋଭିତ କରିଛନ୍ତି। ଯିହୁଦାର ସମସ୍ତ ସୁନ୍ଦର ଲୋକଙ୍କୁ ଶତ୍ରୁପରି ବଧ କରିଅଛନ୍ତି। ପୁଣି ତାଙ୍କର କ୍ରୋଧାଗ୍ନିକୁ ସିୟୋନ କନ୍ୟାର ତମ୍ବୁ ଉପରେ ଢାଳି ଦେଇଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଶତ୍ରୁ ତୁଲ୍ୟ ଆପଣା ଧନୁରେ ଗୁଣ ଦେଇଅଛନ୍ତି, ସେ ବିପକ୍ଷ ପରି ଆପଣା ଦକ୍ଷିଣ ହସ୍ତ ଟେକି ଠିଆ ହୋଇଅଛନ୍ତି ଓ ଚକ୍ଷୁର ସୁଖଜନକ ସକଳକୁ ବଧ କରିଅଛନ୍ତି; ସେ ସିୟୋନ କନ୍ୟାର ତମ୍ବୁ ମଧ୍ୟରେ ଆପଣା କୋପ ଅଗ୍ନି ପରି ଢାଳି ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଶତ୍ରୁ ତୁଲ୍ୟ ଆପଣା ଧନୁରେ ଗୁଣ ଦେଇଅଛନ୍ତି, ସେ ବିପକ୍ଷ ପରି ଆପଣା ଦକ୍ଷିଣ ହସ୍ତ ଟେକି ଠିଆ ହୋଇଅଛନ୍ତି ଓ ଚକ୍ଷୁର ସୁଖଜନକ ସକଳକୁ ବଧ କରିଅଛନ୍ତି; ସେ ସିୟୋନ କନ୍ୟାର ତମ୍ବୁ ମଧ୍ୟରେ ଆପଣା କୋପ ଅଗ୍ନି ପରି ଢାଳି ଦେଇଅଛନ୍ତି।