Lamentations 2:5 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଶତ୍ରୁ ପାଲଟିଛନ୍ତି। ସେ ଇଶ୍ରାୟେଲକୁ ଗ୍ରାସ କରିଅଛନ୍ତି। ସେ ତା'ର ସମସ୍ତ ଅଟ୍ଟାଳିକା ଓ ସମସ୍ତ ଦୁର୍ଗକୁ ଧ୍ବଂସ କରିଅଛନ୍ତି। ଆଉ ସେ ଯିହୁଦା କନ୍ଯା ମଧିଅରେ ଶାେକ ଓ ବିଳାପ ବୃଦ୍ଧି କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ଶତ୍ରୁ ତୁଲ୍ୟ ହୋଇଅଛନ୍ତି, ସେ ଇସ୍ରାଏଲକୁ ଗ୍ରାସ କରି ପକାଇଅଛନ୍ତି; ସେ ତାହାର ଅଟ୍ଟାଳିକାସକଳ ଗ୍ରାସ କରି ପକାଇ-ଅଛନ୍ତି, ସେ ତାହାର ଦୁର୍ଗସବୁ ଧ୍ଵଂସ କରିଅଛନ୍ତି; ଆଉ, ସେ ଯିହୁଦାର କନ୍ୟା ମଧ୍ୟରେ ଶୋକ ଓ ବିଳାପ ବୃଦ୍ଧି କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଶତ୍ରୁ ପାଲଟିଛନ୍ତି। ସେ ଇସ୍ରାଏଲକୁ ଗ୍ରାସ କରିଅଛନ୍ତି। ସେ ତା’ର ସମସ୍ତ ଅଟ୍ଟାଳିକା ଓ ସମସ୍ତ ଦୁର୍ଗକୁ ଧ୍ୱଂସ କରିଅଛନ୍ତି। ଆଉ ସେ ଯିହୁଦା କନ୍ୟା ମଧ୍ୟରେ ଶୋକ ଓ ବିଳାପ ବୃଦ୍ଧି କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ ଶତ୍ରୁ ତୁଲ୍ୟ ହୋଇଅଛନ୍ତି, ସେ ଇସ୍ରାଏଲକୁ ଗ୍ରାସ କରିଅଛନ୍ତି; ସେ ତାହାର ଅଟ୍ଟାଳିକାସକଳ ଗ୍ରାସ କରିଅଛନ୍ତି, ସେ ତାହାର ଦୁର୍ଗସବୁ ଧ୍ୱଂସ କରିଅଛନ୍ତି; ଆଉ, ସେ ଯିହୁଦାର କନ୍ୟା ମଧ୍ୟରେ ଶୋକ ଓ ବିଳାପ ବୃଦ୍ଧି କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ ଶତ୍ରୁ ତୁଲ୍ୟ ହୋଇଅଛନ୍ତି, ସେ ଇସ୍ରାଏଲକୁ ଗ୍ରାସ କରିଅଛନ୍ତି; ସେ ତାହାର ଅଟ୍ଟାଳିକାସକଳ ଗ୍ରାସ କରିଅଛନ୍ତି, ସେ ତାହାର ଦୁର୍ଗସବୁ ଧ୍ୱଂସ କରିଅଛନ୍ତି; ଆଉ, ସେ ଯିହୁଦାର କନ୍ୟା ମଧ୍ୟରେ ଶୋକ ଓ ବିଳାପ ବୃଦ୍ଧି କରିଅଛନ୍ତି।