Lamentations 2:6 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଉଦ୍ୟାନସ୍ଥ ତମ୍ବୁ ପରି ସମାନଙ୍କେର ଆବାସ କୁଡ଼ିଆକୁ ନଷ୍ଟ କରି ଦଇେଛନ୍ତି। ସେ ଆପଣା ସାମାଜିକ ଉପାସନା ସ୍ଥାନକୁ ନଷ୍ଟ କରିଦଇେଅଛନ୍ତି। ସଦାପ୍ରଭୁ ସିୟୋନ ରେ ମହାସଭା ଓ ବିଶ୍ରାମଦିନ ବିସ୍ତୃତ କରାଇ ଅଛନ୍ତି। ଆଉ ଆପଣା ପ୍ରଚଣ୍ଡ କୋରଧ ରେ ରାଜା ଓ ଯାଜକମାନଙ୍କୁ ତୁଚ୍ଛ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଉଦ୍ୟାନସ୍ଥ ତମ୍ଵୁ ପରି ଆପଣା ଆବାସ-ତମ୍ଵୁ ବଳପୂର୍ବକ ଦୂର କରିଅଛନ୍ତି; ସେ ଆପଣା ସମାଜ-ସ୍ଥାନ ନଷ୍ଟ କରିଅଛନ୍ତି; ସଦାପ୍ରଭୁ ସିୟୋନରେ ମହାସଭା ଓ ବିଶ୍ରାମବାର ବିସ୍ମୃତ କରାଇଅଛନ୍ତି ଓ ଆପଣା କ୍ରୋଧର ପ୍ରଚଣ୍ତତାରେ ରାଜା ଓ ଯାଜକକୁ ତୁଚ୍ଛଜ୍ଞାନ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଉଦ୍ୟାନସ୍ଥ ତମ୍ବୁ ପରି ସେମାନଙ୍କର ଆବାସ କୁଡ଼ିଆକୁ ନଷ୍ଟ କରି ଦେଇଛନ୍ତି। ସେ ଆପଣା ସାମାଜିକ ଉପାସନା ସ୍ଥାନକୁ ନଷ୍ଟ କରିଦେଇଅଛନ୍ତି। ସଦାପ୍ରଭୁ ସିୟୋନରେ ମହାସଭା ଓ ବିଶ୍ରାମ ଦିନ ବିସ୍ତୃତ କରାଇ ଅଛନ୍ତି। ଆଉ ଆପଣା ପ୍ରଚଣ୍ଡ କ୍ରୋଧରେ ରାଜା ଓ ଯାଜକମାନଙ୍କୁ ତୁଚ୍ଛ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଉଦ୍ୟାନସ୍ଥ ତମ୍ବୁ ପରି ଆପଣା ଆବାସ-ତମ୍ବୁ ବଳପୂର୍ବକ ଦୂର କରିଅଛନ୍ତି; ସେ ଆପଣା ସମାଜ-ସ୍ଥାନ ନଷ୍ଟ କରିଅଛନ୍ତି; ସଦାପ୍ରଭୁ ସିୟୋନରେ ମହାସଭା ଓ ବିଶ୍ରାମବାର ବିସ୍ମୃତ କରାଇଅଛନ୍ତି ଓ ଆପଣା କ୍ରୋଧର ପ୍ରଚଣ୍ଡତାରେ ରାଜା ଓ ଯାଜକକୁ ତୁଚ୍ଛଜ୍ଞାନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)