Lamentations 2:8 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସିୟୋନ କନ୍ଯାର ପ୍ରାଚୀର ନଷ୍ଟ କରିବାକୁ ସଂକଳ୍ପ କରିଛନ୍ତି। ସେ ମାପସୂତା ଧରିଛନ୍ତି ଓ ବିନାଶ କାରଣରୁ ତାଙ୍କ ହସ୍ତ ନିବୃତ୍ତ କରି ନାହାଁନ୍ତି। ମାତ୍ର ସେ ପରିଖା ଓ ପ୍ରାଚୀରକୁ ବିଳାପ କରାଇ ଅଛନ୍ତି। ସମାନେେ ଏକାବଳେକେ ନିସ୍ତଜେ ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ସିୟୋନ କନ୍ୟାର ପ୍ରାଚୀର ନଷ୍ଟ କରିବାକୁ ସଙ୍କଳ୍ପ କରିଅଛନ୍ତି; ସେ ସୂତ୍ର ଟାଣିଅଛନ୍ତି, ସେ ବିନାଶକରଣରୁ ଆପଣା ହସ୍ତ ନିବୃତ୍ତ କରି ନାହାନ୍ତି; ମାତ୍ର ସେ ପରିଖା ଓ ପ୍ରାଚୀରକୁ ବିଳାପ କରାଇଅଛନ୍ତି; ସେମାନେ ଏକାବେଳେ ନିସ୍ତେଜ ହେଉଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସିୟୋନ କନ୍ୟାର ପ୍ରାଚୀର ନଷ୍ଟ କରିବାକୁ ସଂକଳ୍ପ କରିଛନ୍ତି। ସେ ମାପସୂତା ଧରିଛନ୍ତି ଓ ବିନାଶ କାରଣରୁ ତାଙ୍କ ହସ୍ତ ନିବୃତ୍ତ କରି ନାହାନ୍ତି। ମାତ୍ର ସେ ପରିଖା ଓ ପ୍ରାଚୀରକୁ ବିଳାପ କରାଇ ଅଛନ୍ତି। ସେମାନେ ଏକାବେଳକେ ନିସ୍ତେଜ ହୋଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ସିୟୋନ କନ୍ୟାର ପ୍ରାଚୀର ନଷ୍ଟ କରିବାକୁ ସଂକଳ୍ପ କରିଅଛନ୍ତି; ସେ ସୂତ୍ର ଟାଣିଅଛନ୍ତି, ସେ ବିନାଶକରଣରୁ ଆପଣା ହସ୍ତ ନିବୃତ୍ତ କରି ନାହାନ୍ତି; ମାତ୍ର ସେ ପରିଖା ଓ ପ୍ରାଚୀରକୁ ବିଳାପ କରାଇଅଛନ୍ତି; ସେମାନେ ଏକ ସମୟରେ ନିସ୍ତେଜ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)