Lamentations 2:9 — Compare Translations
5 translations compared side by side
Odia - 1840
"ତାହାର ନଗରଦ୍ବାର ସବୁ ଭୂମିସାତ୍ ହାଇେଅଛି, ତାହାର ଅର୍ଗଳ ସବୁ ନଷ୍ଟ ସ ଖଣ୍ଡ ଖଣ୍ଡ ହାଇଗେଲା। ତା'ର ରାଜାମାନେ ଓ ରାଜକୁମାରୀମାନେ ଅନ୍ୟ ଗୋଷ୍ଠୀ ମଧିଅରେ ଅଛନ୍ତି, ତା'ର ସନ୍ତାନମାନଙ୍କ ପାଇଁ ଶିକ୍ଷା ନାହିଁ। ତା'ର ଭବିଷ୍ଯଦ୍ ବକ୍ତାଗଣ କୌଣସି ଦର୍ଶନ। ସଦାପ୍ରଭୁଙ୍କଠାରୁ ପାଇନାହାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ନଗର-ଦ୍ଵାରସକଳ ଭୂମିରେ ମଗ୍ନ ହୋଇଅଛି; ସେ ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ତ ଖଣ୍ତ କରିଅଛନ୍ତି;ଯେଉଁ ଗୋଷ୍ଠୀୟମାନଙ୍କର ବ୍ୟବସ୍ଥା ନାହିଁ, ସେମାନଙ୍କ ମଧ୍ୟରେ ତାହାର ରାଜା ଓ ଅଧିପତିଗଣ ଅଛନ୍ତି; ହଁ, ତାହାର ଭବିଷ୍ୟଦ୍ବକ୍ତାଗଣ ସଦାପ୍ରଭୁଙ୍କଠାରୁ କୌଣସି ଦର୍ଶନ ପାʼନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତାହାର ନଗରଦ୍ୱାର ସବୁ ଭୂମିସାତ୍ ହୋଇଅଛି, ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ଡ ଖଣ୍ଡ ହୋଇଗଲା। ତା’ର ରାଜାମାନେ ଓ ରାଜକୁମାରୀମାନେ ଅନ୍ୟ ଗୋଷ୍ଠୀ ମଧ୍ୟରେ ଅଛନ୍ତି, ତା’ର ସନ୍ତାନମାନଙ୍କ ପାଇଁ ଶିକ୍ଷା ନାହିଁ। ତା’ର ଭବିଷ୍ୟଦ୍ବକ୍ତାଗଣ କୌଣସି ଦର୍ଶନ। ସଦାପ୍ରଭୁଙ୍କଠାରୁ ପାଇ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ନଗରଦ୍ୱାରସକଳ ଭୂମିରେ ମଗ୍ନ ହୋଇଅଛି; ସେ ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ଡ ଖଣ୍ଡ କରିଅଛନ୍ତି; ଯେଉଁ ଗୋଷ୍ଠୀୟମାନଙ୍କର ବ୍ୟବସ୍ଥା ନାହିଁ, ସେମାନଙ୍କ ମଧ୍ୟରେ ତାହାର ରାଜା ଓ ଅଧିପତିଗଣ ଅଛନ୍ତି; ହଁ, ତାହାର ଭବିଷ୍ୟଦ୍ବକ୍ତାଗଣ ସଦାପ୍ରଭୁଙ୍କଠାରୁ କୌଣସି ଦର୍ଶନ ପାʼନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତାହାର ନଗର-ଦ୍ୱାରସକଳ ଭୂମିରେ ମଗ୍ନ ହୋଇଅଛି; ସେ ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ଡ ଖଣ୍ଡ କରିଅଛନ୍ତି; ଯେଉଁ ଗୋଷ୍ଠୀୟମାନଙ୍କର ବ୍ୟବସ୍ଥା ନାହିଁ, ସେମାନଙ୍କ ମଧ୍ୟରେ ତାହାର ରାଜା ଓ ଅଧିପତିଗଣ ଅଛନ୍ତି; ହଁ, ତାହାର ଭବିଷ୍ୟଦ୍ବକ୍ତାଗଣ ସଦାପ୍ରଭୁଙ୍କଠାରୁ କୌଣସି ଦର୍ଶନ ପା’ନ୍ତି ନାହିଁ।