Lamentations 3:1 — Compare Translations
5 translations compared side by side
Odia - 1840
"ମୁଁ ସହେି ମନୁଷ୍ଯ, ଯେ କି ସଦାପ୍ରଭୁଙ୍କ କୋରଧରୂପ ପାଞ୍ଚଣ ଦ୍ବାରା ପ୍ରହୃତ ହାଇେଥିବା କ୍ଲେଶ ଦେଖିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ତାହାଙ୍କ କ୍ରୋଧରୂପ ପାଞ୍ଚଣ ଦ୍ଵାରା କ୍ଳେଶ ଦେଖିଅଛି, ମୁଁ ସେହି ମନୁଷ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
କ୍ଳେଶର ଫଳ ମୁଁ ସେହି ମନୁଷ୍ୟ, ଯେ କି ସଦାପ୍ରଭୁଙ୍କ କ୍ରୋଧରୂପ ପାଞ୍ଚଣ ଦ୍ୱାରା ପ୍ରହୃତ ହୋଇଥିବା କ୍ଳେଶ ଦେଖିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ତାହାଙ୍କ କ୍ରୋଧରୂପ ପାଞ୍ଚଣ ଦ୍ୱାରା କ୍ଳେଶ ଦେଖିଅଛି, ମୁଁ ସେହି ମନୁଷ୍ୟ।
Odia IRV 2017 (ଓଡିଆ ବାଇବେଲ)
ଯେ ତାହାଙ୍କ କ୍ରୋଧରୂପ ପାଞ୍ଚଣ ଦ୍ୱାରା କ୍ଳେଶ ଦେଖିଅଛି, ମୁଁ ସେହି ମନୁଷ୍ୟ।