Lamentations 3:10 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାେ' ପ୍ରତି ଗୋଟିଏ ଭାଲୁ ସଦୃଶ, ୟିଏ ସତର୍କ ରେ ୟାଏ ଓ ତା'ର ଶିକାର କରିବା ପାଇଁ ଲୁଚି ରୁ ହେ, ସହେିପରି ଗୋଟିଏ ସିଂହ ସଦୃଶ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋʼ ପ୍ରତି ଛକି ବସିଥିବା ଭାଲୁ ଓ ଅନ୍ତରାଳରେ ଥିବା ସିଂହ ପରି ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋ’ ପ୍ରତି ଗୋଟିଏ ଭାଲୁ ସଦୃଶ, ଯିଏ ସତର୍କରେ ଯାଏ ଓ ତା’ର ଶିକାର କରିବା ପାଇଁ ଲୁଚି ରୁହେ, ସେହିପରି ଗୋଟିଏ ସିଂହ ସଦୃଶ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋʼ ପ୍ରତି ଛକି ବସିଥିବା ଭାଲୁ ଓ ଅନ୍ତରାଳରେ ଥିବା ସିଂହ ପରି ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ମୋ’ ପ୍ରତି ଛକି ବସିଥିବା ଭାଲୁ ଓ ଅନ୍ତରାଳରେ ଥିବା ସିଂହ ପରି ଅଟନ୍ତି।