Lamentations 3:11 — Compare Translations
5 translations compared side by side
Odia - 1840
"ସେ ମାରେ ପଥରୁ ମାେତେ ଟାଣି ନଇେ ଖଣ୍ଡ ଖଣ୍ଡ କରିଅଛନ୍ତି ଓ ମାେତେ ଅନାଥ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋର ପଥ ବିପଥ କରି ମୋତେ ଟାଣି ଖଣ୍ତ ଖଣ୍ତ କରିଅଛନ୍ତି; ସେ ମୋତେ ଅନାଥ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମୋର ପଥରୁ ମୋତେ ଟାଣି ନେଇ ଖଣ୍ଡ ଖଣ୍ଡ କରିଅଛନ୍ତି ଓ ମୋତେ ଅନାଥ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋର ପଥ ବିପଥ କରି ମୋତେ ଟାଣି ଖଣ୍ଡ ଖଣ୍ଡ କରିଅଛନ୍ତି; ସେ ମୋତେ ଅନାଥ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ମୋର ପଥ ବିପଥ କରି ମୋତେ ଟାଣି ଖଣ୍ଡ ଖଣ୍ଡ କରିଅଛନ୍ତି; ସେ ମୋତେ ଅନାଥ କରିଅଛନ୍ତି।