Lamentations 3:13 — Compare Translations
5 translations compared side by side
Odia - 1840
"ସେ ମାରେ ଅନ୍ତର ମଧ୍ଯକୁ ଶର ନିକ୍ଷପେ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ତୂଣର ଶର ମୋହର ମର୍ମରେ ପ୍ରବେଶ କରାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମୋର ଅନ୍ତର ମଧ୍ୟକୁ ଶର ନିକ୍ଷେପ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ତୂଣର ଶର ମୋହର ହୃଦୟରେ ପ୍ରବେଶ କରାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ତୂଣର ଶର ମୋହର ହୃଦୟରେ ପ୍ରବେଶ କରାଇଅଛନ୍ତି।