Lamentations 3:14 — Compare Translations
5 translations compared side by side
Odia - 1840
"ମୁଁ ମାେ ନିଜ ଲୋକମାନଙ୍କର ଉପହାସର ପାତ୍ର ଓ ଦିନସାରା ତାତ୍ସଲ୍ଯ ସଂଗୀତର ଏକ ଉତ୍ସ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ନିଜ ଲୋକସକଳର ଉପହାସର ବିଷୟ ଓ ଦିନଯାକ ସେମାନଙ୍କର ଗାୟନ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋ’ ନିଜ ଲୋକମାନଙ୍କର ଉପହାସର ପାତ୍ର ଓ ଦିନସାରା ତାତ୍ସଲ୍ୟ ସଂଗୀତର ଏକ ଉତ୍ସ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ନିଜ ଲୋକସକଳର ଉପହାସର ବିଷୟ ଓ ଦିନସାରା ସେମାନଙ୍କର ଗାୟନ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ନିଜ ଲୋକସକଳର ଉପହାସର ବିଷୟ ଓ ଦିନସାରା ସେମାନଙ୍କର ଗାୟନ ହୋଇଅଛି।