Lamentations 3:16 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାରେ ଦାନ୍ତସବୁ ପଥର ରେ ଭାଙ୍ଗିଛନ୍ତି ଏବଂ ଧୂଳି ରେ ମାେତେ ପଦାଘାତ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ କଙ୍କରରେ ମୋର ଦ; ଭାଙ୍ଗିଅଛନ୍ତି, ସେ ଭସ୍ମରେ ମୋତେ ଆଚ୍ଛାଦିତ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋର ଦାନ୍ତସବୁ ପଥରରେ ଭାଙ୍ଗିଛନ୍ତି ଏବଂ ଧୂଳିରେ ମୋତେ ପଦାଘାତ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ କଙ୍କରରେ ମୋର ଦନ୍ତ ଭାଙ୍ଗିଅଛନ୍ତି, ସେ ଭସ୍ମରେ ମୋତେ ଆଚ୍ଛାଦିତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ କଙ୍କରରେ ମୋର ଦନ୍ତ ଭାଙ୍ଗିଅଛନ୍ତି, ସେ ଭସ୍ମରେ ମୋତେ ଆଚ୍ଛାଦିତ କରିଅଛନ୍ତି।