Lamentations 3:17 — Compare Translations

5 translations compared side by side

Odia - 1840
"ମୁଁ ଆଉ କବେେ ଶାନ୍ତି ପାଇବି ନାହିଁ। ଉତ୍ତମବସ୍ତୁ ସବୁ ମୁଁ ଭୁଲି ୟାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ମୋହର ପ୍ରାଣକୁ ଶାନ୍ତିରୁ ଦୂରରେ ରଖିଅଛ; ମୁଁ ସୁଖଭୋଗ ପାସୋରି ଗଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଆଉ କେବେ ଶାନ୍ତି ପାଇବି ନାହିଁ। ଉତ୍ତମବସ୍ତୁ ସବୁ ମୁଁ ଭୁଲି ଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ମୋହର ପ୍ରାଣକୁ ଶାନ୍ତିରୁ ଦୂରରେ ରଖିଅଛ; ମୁଁ ଆନନ୍ଦ ପାସୋରି ଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ମୋହର ପ୍ରାଣକୁ ଶାନ୍ତିରୁ ଦୂରରେ ରଖିଅଛ; ମୁଁ ଆନନ୍ଦ ପାସୋରି ଯାଇଅଛି।