Lamentations 3:18 — Compare Translations
5 translations compared side by side
Odia - 1840
"ଏଣୁ ମୁଁ କହିଲି, ସଦାପ୍ରଭୁଙ୍କର ସାହାୟ୍ଯ ମୁଁ ଆଉ ପାଇବି ଏ ଆଶା ମାରେନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ମୁଁ କହିଲି, ମୋହର ବଳ ଓ ସଦାପ୍ରଭୁଙ୍କ-ଠାରେ ମୋର ପ୍ରତ୍ୟାଶା ନଷ୍ଟ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ମୁଁ କହିଲି, “ସଦାପ୍ରଭୁଙ୍କର ସାହାଯ୍ୟ ମୁଁ ଆଉ ପାଇବି ଏ ଆଶା ମୋର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ମୁଁ କହିଲି, “ମୋହର ବଳ ଓ ସଦାପ୍ରଭୁଙ୍କଠାରେ ମୋର ପ୍ରତ୍ୟାଶା ନଷ୍ଟ ହୋଇଅଛି।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ମୁଁ କହିଲି, ମୋହର ବଳ ଓ ସଦାପ୍ରଭୁଙ୍କଠାରେ ମୋର ପ୍ରତ୍ୟାଶା ନଷ୍ଟ ହୋଇଅଛି।