Lamentations 3:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାେତେ ଆଲୋକରେ ନୁହେଁ, ଅନ୍ଧକାର ମଧିଅରେ ଚଳାଇ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋତେ ଆଲୁଅରେ ନୁହେଁ, ଅନ୍ଧକାରରେ ଚଳାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋତେ ଆଲୋକରେ ନୁହେଁ, ଅନ୍ଧକାର ମଧ୍ୟରେ ଚଳାଇ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋତେ ଆଲୁଅରେ ନୁହେଁ, ଅନ୍ଧକାରରେ ଚଳାଇ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ମୋତେ ଆଲୁଅରେ ନୁହେଁ, ଅନ୍ଧକାରରେ ଚଳାଇ ଅଛନ୍ତି।