Lamentations 3:20 — Compare Translations

5 translations compared side by side

Odia - 1840
"ମାରେ ସମସ୍ତ କ୍ଲେଶକୁ ସ୍ମରଣ କରି ମୁଁ ଅତି ଅବସନ୍ନ ହାଇେ ପଡ଼ୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପ୍ରାଣ ଏପର୍ଯ୍ୟନ୍ତ ତାହା ସ୍ମରଣରେ ରଖୁଅଛି ଓ ମୋʼ ଅନ୍ତରରେ ଅବସନ୍ନ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ସମସ୍ତ କ୍ଳେଶକୁ ସ୍ମରଣ କରି ମୁଁ ଅତି ଅବସନ୍ନ ହୋଇ ପଡ଼ୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପ୍ରାଣ ଏପର୍ଯ୍ୟନ୍ତ ତାହା ସ୍ମରଣରେ ରଖୁଅଛି ଓ ମୋʼ ଅନ୍ତରରେ ଅବସନ୍ନ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ମୋହର ପ୍ରାଣ ଏପର୍ଯ୍ୟନ୍ତ ତାହା ସ୍ମରଣରେ ରଖୁଅଛି ଓ ମୋ’ ଅନ୍ତରରେ ଅବସନ୍ନ ହେଉଅଛି।