Lamentations 3:21 — Compare Translations
5 translations compared side by side
Odia - 1840
"ଏହା ମୁଁ ସ୍ମରଣ କରୁଛି, ଏଥିପାଇଁ ଏପର୍ୟ୍ଯନ୍ତ ମାରେଆଶା ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଏହା ମନରେ ସ୍ମରଣ କରୁଥାଏ, ଏଥିପାଇଁ ମୋହର ଭରସା ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ମୁଁ ସ୍ମରଣ କରୁଛି, ଏଥିପାଇଁ ଏପର୍ଯ୍ୟନ୍ତ ମୋର ଆଶା ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଏହା ମନରେ ସ୍ମରଣ କରୁଥାଏ, ଏଥିପାଇଁ ମୋହର ଭରସା ଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଏହା ମନରେ ସ୍ମରଣ କରୁଥାଏ, ଏଥିପାଇଁ ମୋହର ଭରସା ଅଛି।