Lamentations 3:24 — Compare Translations
5 translations compared side by side
Odia - 1840
"ତେଣୁ ମାରେ ଅନ୍ତର କହୁଛି, ସଦାପ୍ରଭୁ ମାରେ ପରମେଶ୍ବର ମୁଁ ତାଙ୍କଠା ରେ ବିଶ୍ବାସ ରଖିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋର ପ୍ରାଣ କୁହେ, ସଦାପ୍ରଭୁ ମୋହର ବାଣ୍ଟସ୍ଵରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋର ଅନ୍ତର କହୁଛି, “ସଦାପ୍ରଭୁ ମୋର ପରମେଶ୍ୱର ମୁଁ ତାଙ୍କଠାରେ ବିଶ୍ୱାସ ରଖିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋର ପ୍ରାଣ କୁହେ, “ସଦାପ୍ରଭୁ ମୋହର ବାଣ୍ଟ ସ୍ୱରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି।”
Odia IRV 2017 (ଓଡିଆ ବାଇବେଲ)
ମୋର ପ୍ରାଣ କୁହେ, ସଦାପ୍ରଭୁ ମୋହର ବାଣ୍ଟସ୍ୱରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି।