Lamentations 3:25 — Compare Translations
5 translations compared side by side
Odia - 1840
"ଯେଉଁମାନେ ସଦାପ୍ରଭୁଙ୍କ ଉପ ରେ ସମାନଙ୍କେର ଆଶା ରଖନ୍ତି ଓ ଯେଉଁମାନଙ୍କର ହୃଦଯ ତାଙ୍କୁ ଖୋଜେ, ସମାନଙ୍କେ ପ୍ରତି ସଦାପ୍ରଭୁ ମଙ୍ଗଳମଯ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ଵେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ସଦାପ୍ରଭୁଙ୍କ ଉପରେ ସେମାନଙ୍କର ଆଶା ରଖନ୍ତି ଓ ଯେଉଁମାନଙ୍କର ହୃଦୟ ତାଙ୍କୁ ଖୋଜେ, ସେମାନଙ୍କ ପ୍ରତି ସଦାପ୍ରଭୁ ମଙ୍ଗଳମୟ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ୱେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ୱେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି।